Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 16:15 - ପବିତ୍ର ବାଇବଲ

15 ଅବଶାଲୋମ, ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଯିରୁଶାଲମକୁ ଫେରି ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଥି ମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

15 ଏଥି ମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ।

Gade chapit la Kopi




2 ଶାମୁୟେଲ 16:15
4 Referans Kwoze  

ତା'ପରେ ଦାଉଦଙ୍କର ବନ୍ଧୁ ହୂଶୟ ନଗରକୁ ଆସିଲା ଏବଂ ଅବଶାଲୋମ ମଧ୍ୟ ଯିରୁଶାଲମରେ ପହଞ୍ଚିଲେ।


ଯେତେବେଳେ ଅବଶାଲୋମ ବଳିଦାନ ଉତ୍ସର୍ଗ କଲେ, ସେ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲେ। ତହିଁରେ ଚକ୍ରାନ୍ତ ଦୃଢ଼ ହେଲା, କାରଣ ଅବଶାଲୋମର ସପକ୍ଷର ଲୋକମାନେ ବହୁତ ବୃଦ୍ଧି ପାଇଲେ।


ରାଜା ଦାଉଦ ଓ ତାଙ୍କର ଲୋକମାନେ ଆସି ଯର୍ଦ୍ଦନ ନଦୀ କୂଳରେ ପହଞ୍ଚିଲେ। ରାଜା ଏବଂ ତାଙ୍କର ଲୋକମାନେ କ୍ଳାନ୍ତ ହୋଇଯାଇ ଥିଲେ। ତେଣୁ ସେମାନେ ସେଠାରେ ବିଶ୍ରାମ ନେଲେ ଓ କ୍ଳାନ୍ତ ମେଣ୍ଟାଇଲେ।


ଦାଉଦ ପର୍ବତର ଉପରି ଭାଗକୁ ଆସିଲେ, ଯେଉଁଠାରେ ସେ ସଦାପ୍ରଭୁଙ୍କୁ ଉପାସନା କରୁଥିଲେ। ଉଠାଣୀର ଶୃଙ୍ଗ ନିକଟରେ ଦାଉଦ ପହଞ୍ଚି ଦେଖିଲେ ଅର୍କୀୟ ହୂଶୟ ନିଜର ଚିରାଜାମା ପିନ୍ଧି ଓ ମସ୍ତକରେ ମୂର୍ତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।


Swiv nou:

Piblisite


Piblisite