Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 16:18 - ପବିତ୍ର ବାଇବଲ

18 ହୂଶୟ ଅବଶାଲୋମକୁ କହିଲା, “ସଦାପ୍ରଭୁ ଓ ଏହି ସମୁଦାୟ ଇସ୍ରାଏଲର ଲୋକମାନେ ତୁମ୍ଭକୁ ମନୋନୀତ କଲେ, ତେଣୁ ମୁଁ ତୁମ୍ଭର ସମର୍ଥନ କରିବି ଏବଂ ତୁମ୍ଭ ସହିତ ମୁଁ ରହିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ହୂଶୟ ଅବଶାଲୋମକୁ କହିଲା, ତାହା ନୁହେଁ; ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି।

Gade chapit la Kopi

ଓଡିଆ ବାଇବେଲ

18 ହୂଶୟ ଅବଶାଲୋମଙ୍କୁ କହିଲା, “ତାହା ନୁହେଁ! ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ହୂଶୟ ଅବଶାଲୋମଙ୍କୁ କହିଲା, “ତାହା ନୁହେଁ! ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି।

Gade chapit la Kopi




2 ଶାମୁୟେଲ 16:18
4 Referans Kwoze  

ଶାମୁୟେଲ ତୈଳ ଶିଙ୍ଗ ନେଇ ତାଙ୍କ ଭାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ। ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କ ଉପରେ ବାସ କଲେ, ଏହା ପରେ ଶାମୁୟେଲ ଉଠି ରାମାକୁ ଗ୍ଭଲିଗଲେ।


ଅବଶାଲୋମ ହୂଶୟକୁ କହିଲେ, “ତୁମ୍ଭେ ସାଙ୍ଗ ପ୍ରତି କାହିଁକି ବିଶ୍ୱସ୍ତ ନୁହଁ, ତୁମ୍ଭେ କାହିଁକି ନିଜର ସାଙ୍ଗ ସହିତ ଗଲ ନାହିଁ?”


ମୁଁ କାହାର ସେବା କରିବି, ଅତୀତରେ ମୁଁ ତୁମ୍ଭର ପିତାଙ୍କର ସେବା କରିଛି। ତେଣୁ ମୁଁ ବର୍ତ୍ତମାନ ତୁମ୍ଭର ସେବା କରିବି।”


Swiv nou:

Piblisite


Piblisite