2 ଶାମୁୟେଲ 16:20 - ପବିତ୍ର ବାଇବଲ20 ଅବଶାଲୋମ ଅହୀଥୋଫଲକୁ କହିଲା, “ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ମନ୍ତ୍ରଣା ଦିଅ।” Gade chapit laପବିତ୍ର ବାଇବଲ (Re-edited) - (BSI)20 ସେତେବେଳେ ଅବଶାଲୋମ ଅହୀଥୋଫଲକୁ କହିଲା, ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ମନ୍ତ୍ରଣା ଦିଅ। Gade chapit laଓଡିଆ ବାଇବେଲ20 ସେତେବେଳେ ଅବଶାଲୋମ ଅହୀଥୋଫଲକୁ କହିଲା, “ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ପରାମର୍ଶ ଦିଅ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେତେବେଳେ ଅବଶାଲୋମ ଅହୀଥୋଫଲକୁ କହିଲା, “ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ପରାମର୍ଶ ଦିଅ।” Gade chapit la |
ଅହୀଥୋଫଲ ଅବଶାଲୋମକୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ନିଜର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ିଯାଇ ଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କରିବାକୁ ଯାଅ। ଏହା ସମୁଦାୟ ଇସ୍ରାଏଲୀୟମାନେ ଶୁଣିବେ। ସେମାନେ ହୃଦ୍ବୋଧ କରିବେ ଯେ, ତୁମ୍ଭର ପିତା ବର୍ତ୍ତମାନ ତୁମ୍ଭକୁ ଘୃଣା କରନ୍ତି। ତାହାହେଲେ ତୁମ୍ଭର ସମର୍ଥକମାନେ ତୁମ୍ଭକୁ ସମର୍ଥନ ଦେବା ପାଇଁ ଅଧିକ ଉତ୍ସାହିତ ହେବେ।”