Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 16:6 - ପବିତ୍ର ବାଇବଲ

6 ଶିମିୟି ଗାଳି ଦେଉ ଦେଉ ଦାଉଦ ଓ ତାଙ୍କର ସୈନ୍ୟମାନଙ୍କ ଉପରକୁ ପଥର ଫିଙ୍ଗୁ ଥିଲା। କିନ୍ତୁ ଦାଉଦଙ୍କର ସୈନ୍ୟଦଳ ଓ ଲୋକମାନେ ଦାଉଦଙ୍କୁ ଘେରି କରି ରହିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ପକାଇଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ମାରିଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ମାରିଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ।

Gade chapit la Kopi




2 ଶାମୁୟେଲ 16:6
3 Referans Kwoze  

ଦାଉଦ ବହୁରୀମକୁ ଗଲେ, ସେଠାରେ ଦେଖିଲେ ଶାଉଲ ବଂଶର ଏକ ବ୍ୟକ୍ତି ସେଠାରୁ ବାହାରି ଆସିଲା, ତା'ର ନାମ ଥିଲା ଶିମିୟି। ସେ ଥିଲା ଗେରାର ପୁତ୍ର, ସେ ବାହାରି ଆସିବା ସମୟରେ ଦାଉଦଙ୍କୁ ଗାଳି ଦେଉଥିଲା। ଏବଂ ଦାଉଦଙ୍କ ବିଷୟରେ ଗାଳି କରି କରି ବାହାରୁ ଥିଲା।


ଶିମିୟି ଦାଉଦଙ୍କୁ ଅଭିଶାପ ଦେଉଥିଲା ଏବଂ କହିଲା, “ଆରେ ହତ୍ୟାକାରୀ ଏବଂ ମନ୍ଦ ଲୋକ ଏଠାରୁ ଦୂର ହୁଅ।


ଶିମିୟି ରାଜାଙ୍କୁ କହିଲା, “ହେ ସଦାପ୍ରଭୁ ମୋର ପ୍ରଭୁ, ମୁଁ କରିଥିବା ପାପ ବିଷୟରେ ଚିନ୍ତା କର ନାହିଁ। ଆପଣ ଯିରୁଶାଲମରୁ ଗଲାପରେ ମୁଁ ଯେଉଁ କୁକର୍ମ କରିଛି ତାହାକୁ ସ୍ମରଣ କରନ୍ତୁ ନାହିଁ।


Swiv nou:

Piblisite


Piblisite