2 ଶାମୁୟେଲ 16:7 - ପବିତ୍ର ବାଇବଲ7 ଶିମିୟି ଦାଉଦଙ୍କୁ ଅଭିଶାପ ଦେଉଥିଲା ଏବଂ କହିଲା, “ଆରେ ହତ୍ୟାକାରୀ ଏବଂ ମନ୍ଦ ଲୋକ ଏଠାରୁ ଦୂର ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି ଶିମୀୟି ଶାପ ଦେଉ ଦେଉ ଏପରି କହିଲା, ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୂର୍, ଦୂର୍; Gade chapit laଓଡିଆ ବାଇବେଲ7 ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲି ଯାଅ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲିଯାଅ! Gade chapit la |