2 ଶାମୁୟେଲ 17:14 - ପବିତ୍ର ବାଇବଲ14 ଅବଶାଲୋମ ଓ ସମସ୍ତ ଇସ୍ରାଏଲୀୟ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ ଥିଲା।” ସେମାନେ ଏହା କହିଲେ କାରଣ ଅଦରକାରୀ ଏହି ପ୍ରକାରେ ଅବଶାଲୋମକୁ ଦଣ୍ତ ଦେବା ପାଇଁ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସଦାପ୍ରଭୁ ସ୍ଥିର କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ। ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ। Gade chapit laଓଡିଆ ବାଇବେଲ14 ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ। Gade chapit la |
ଭବିଷ୍ୟଦ୍ବକ୍ତା ଯେତେବେଳେ ଏହି କଥା କହିଲେ, ଅମତ୍ସିୟ ସେହି ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ତୁମ୍ଭେ ରାଜାଙ୍କର ଜଣେ ପରାମର୍ଶଦାତା ନୁହଁ। ନୀରବ ରୁହ! ଯଦି ତୁମ୍ଭେ ନୀରବ ନ ରୁହ, ତେବେ ତୁମ୍ଭକୁ ହତ୍ୟା କରାଯିବ!” ଭବିଷ୍ୟଦ୍ବକ୍ତା ନୀରବ ହୋଇଗଲେ, କିନ୍ତୁ ତା'ପରେ କହିଲେ, “ପରମେଶ୍ୱର ପ୍ରକୃତରେ ତୁମ୍ଭକୁ ବିନଷ୍ଟ କରିବା ନିମନ୍ତେ ସ୍ଥିର କରିଛନ୍ତି। କାରଣ ତୁମ୍ଭେ ସେହି ମନ୍ଦକାର୍ଯ୍ୟସବୁ କଲ ଓ ମୋର ଉପଦେଶ ଶୁଣିଲ ନାହିଁ।”