Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:15 - ପବିତ୍ର ବାଇବଲ

15 ହୂଶୟ ଏହିସବୁ ସାଦୋକ ଓ ଅବିୟାଥର ଯାଜକମାନଙ୍କୁ କହିଲା, ଅହୀଥୋଫଲ, ଅବଶାଲୋମକୁ ଓ ଇସ୍ରାଏଲର ନେତାମାନଙ୍କୁ ଏପରି ଭାବରେ ମନ୍ତ୍ରଣା ଦେଇଥିଲା। ମାତ୍ର ମୁଁ ଏପରି ମନ୍ତ୍ରଣା ଦେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅନନ୍ତର ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, ଅବଶାଲୋମକୁ ଓ ଇସ୍ରାଏଲର ପ୍ରାଚୀନଗଣକୁ ଅହୀଥୋଫଲ ଏପରି ଏପରି ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏପରି ଏପରି ମନ୍ତ୍ରଣା ଦେଲି।

Gade chapit la Kopi

ଓଡିଆ ବାଇବେଲ

15 ଏଥିଉତ୍ତାରେ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, “ଅବଶାଲୋମଙ୍କୁ ଓ ଇସ୍ରାଏଲର ପ୍ରାଚୀନଗଣଙ୍କୁ ଅହୀଥୋଫଲ ଏହିପରି ଭାବରେ ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏହିପରି ଭାବରେ ମନ୍ତ୍ରଣା ଦେଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, “ଅବଶାଲୋମଙ୍କୁ ଓ ଇସ୍ରାଏଲର ପ୍ରାଚୀନଗଣଙ୍କୁ ଅହୀଥୋଫଲ ଏହିପରି ଭାବରେ ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏହିପରି ଭାବରେ ମନ୍ତ୍ରଣା ଦେଲି।

Gade chapit la Kopi




2 ଶାମୁୟେଲ 17:15
3 Referans Kwoze  

ଏଣୁ ସେମାନେ ଗଲାପରେ ସେ ଦୁଇ ଜଣ କୂଅ ମଧ୍ୟରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ। ସେମାନେ ଦାଉଦଙ୍କୁ କହିଲେ, “ଆପଣମାନେ ଏଠାରୁ ଶୀଘ୍ର ନଦୀ ପାର ହୋଇ ଗ୍ଭଲି ଯାଆନ୍ତୁ। କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିପରି ଭାବରେ ମନ୍ତ୍ରଣା ଦେଇଛନ୍ତି।”


ଅହୀଟୂବର ପୁତ୍ର ସାଦୋକ୍ ଓ ଅବିୟାଥରର ପୁତ୍ର ଅହୀମେଲକ ଯାଜକ ଥିଲେ। ସରାୟ ଲେଖକ ଥିଲେ।


Swiv nou:

Piblisite


Piblisite