Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:16 - ପବିତ୍ର ବାଇବଲ

16 “ତେଣୁ ଶୀଘ୍ର ଲୋକମାନଙ୍କୁ ଦାଉଦଙ୍କ ନିକଟକୁ ପଠାଅ ଏବଂ ତାଙ୍କୁ କୁହ। ସେହିଠାରେ ରାତ୍ରି କଟାଅ ନାହିଁ, ଯେଉଁଠାରେ ଲୋକମାନେ ମରୁଭୂମି ଭିତରକୁ ପାର ହୋଇଥିଲେ। ଏକାଥରେ ଯର୍ଦ୍ଦନ ନଦୀ ପାର ହୋଇ ଗ୍ଭଲିଯାଅ। ନୋହିଲେ ମହାରାଜ ଓ ତାଙ୍କ ସାଙ୍ଗ ଲୋକମାନେ ସମସ୍ତେ ସଂହାରିତ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏହେତୁ ଏବେ ଶୀଘ୍ର ଲୋକ ପଠାଇ ଦାଉଦଙ୍କୁ ଜଣାଇ କୁହ, ପ୍ରାନ୍ତରସ୍ଥ ଘାଟୀ ନିକଟରେ ଆଜି ରାତ୍ରି ଯାପନ କର ନାହିଁ, ମାତ୍ର କୌଣସି-ମତେ ପାର ହୋଇ ଚାଲିଯାଅ; ନୋହିଲେ ମହାରାଜା ଓ ତାଙ୍କ ସଙ୍ଗୀ ଲୋକ ସମସ୍ତେ ସଂହାରିତ ହେବେ।

Gade chapit la Kopi

ଓଡିଆ ବାଇବେଲ

16 ଏହେତୁ ଏବେ ଶୀଘ୍ର ଲୋକ ପଠାଇ ଦାଉଦଙ୍କୁ ଜଣାଇ କୁହ, ‘ପ୍ରାନ୍ତରସ୍ଥ ଘାଟୀ ନିକଟରେ ଆଜି ରାତ୍ରି ଯାପନ କର ନାହିଁ, ମାତ୍ର କୌଣସି-ମତେ ପାର ହୋଇ ଚାଲି ଯାଅ; ନୋହିଲେ ମହାରାଜା ଓ ତାଙ୍କ ସଙ୍ଗୀ ଲୋକ ସମସ୍ତେ ସଂହାରିତ ହେବେ।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହେତୁ ଏବେ ଶୀଘ୍ର ଲୋକ ପଠାଇ ଦାଉଦଙ୍କୁ ଜଣାଇ କୁହ, ‘ପ୍ରାନ୍ତରସ୍ଥ ଘାଟି ନିକଟରେ ଆଜି ରାତ୍ରି ଯାପନ କର ନାହିଁ, ମାତ୍ର କୌଣସିମତେ ପାର ହୋଇ ଚାଲିଯାଅ; ନୋହିଲେ ମହାରାଜା ଓ ତାଙ୍କ ସଙ୍ଗୀ ଲୋକ ସମସ୍ତେ ସଂହାରିତ ହେବେ।’”

Gade chapit la Kopi




2 ଶାମୁୟେଲ 17:16
14 Referans Kwoze  

ତୁମ୍ଭମାନଙ୍କଠାରୁ ମୋ’ ପାଖକୁ ତଥ୍ୟ ବାର୍ତ୍ତା ଆସିବା ପର୍ଯ୍ୟନ୍ତ ଯେଉଁଠାରେ ମରୁଭୂମିକୁ ଯିବା ପାଇଁ ନଦୀ ପାରି ହୁଅନ୍ତି ସେଠାରେ ମୁଁ ଅପେକ୍ଷା କରି ରହିବି।”


ଏହି ଶରୀରରୂପ ତମ୍ବୁରେ ରହିଲା ବେଳେ ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ଅଭିଯୋଗ କରୁ। ମୋର କହିବା ଅର୍ଥ ନୁହେଁ ଯେ, ଆମ୍ଭେ ଏହି ତମ୍ବୁକୁ ଦୂର କରି ଦେବା ପାଇଁ ଗ୍ଭହୁଁ। କିନ୍ତୁ ଆମ୍ଭେ ସ୍ୱର୍ଗୀୟ ଘର ଦ୍ୱାରା ଆଚ୍ଛାଦିତ ହେବାକୁ ଇଚ୍ଛା କରୁ। ତା'ହେଲେ ଯାଇ ଏହି ମର ଶରୀର ସମ୍ପୂର୍ଣ୍ଣ ଭାବେ ଜୀବନ ଦ୍ୱାରା ଘୋଡ଼ାଇ ହୋଇ ପାରିବ।


କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଏହି ମର୍ତ୍ତ୍ୟ ଦେହ ଅମରତ୍ୱ ରୂପ ବସ୍ତ୍ର ଧାରଣ କଲାପରେ ଶାସ୍ତ୍ରର ଏହି କଥା ସଫଳ ହେବ। “ଜୟ ମୃତ୍ୟୁକୁ ଗ୍ରାସ କରି ଦେଲା”


ସେ ସ୍ୱର୍ଗରୁ ମୋତେ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି। ଯେଉଁମାନେ ମୋତେ ଆକ୍ରମଣ କରନ୍ତି, ସେ ସେମାନଙ୍କୁ ଲଜ୍ଜିତ କରନ୍ତି। ପରମେଶ୍ୱର ତାଙ୍କର ସ୍ୱର୍ଗୀୟ ପ୍ରେମ ଓ ବିଶ୍ୱସ୍ତ ମଙ୍ଗଳ ପ୍ରଦାନ କରନ୍ତି। ସେଲା


ମୋର ଶତ୍ରୁମାନେ ନିରନ୍ତର ଭାବରେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ, ସେହି ଯୋଦ୍ଧାମାନଙ୍କର ସଂଖ୍ୟା ବହୁତ।


ମୁଁ ପ୍ରବଳ ବାୟୁ ଓ ତୋଫାନ ମଧ୍ୟରୁ ତରବର ହୋଇ ଏକ ନିରାପଦ ସ୍ଥାନକୁ ପଳାୟନ କରନ୍ତି।


ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।” ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”


ଏଥିରେ ଦାଉଦ ତାଙ୍କ ସହିତ ଥିବା ସମସ୍ତ ଦାସ ଯେଉଁମାନେ ଯିରୁଶାଲମରେ ଥିଲେ ତାଙ୍କୁ କହିଲେ ଯେ, “ଆମ୍ଭେମାନେ ଏଠାରୁ ପଳାଇବା, ନଚେତ୍ ଅବଶାଲୋମ ଆମ୍ଭକୁ କାହାରିକୁ ଛାଡ଼ିବ ନାହିଁ। ଆଉ ସେ ଆମ୍ଭମାନଙ୍କୁ ଧ୍ୱଂସ କରିବ ଓ ଯିରୁଶାଲମର ସମସ୍ତ ଲୋକଙ୍କୁ ହତ୍ୟା କରିବ।”


ଯୋନାଥନ ଚିତ୍କାର କରି କହିଲେ, “ଶୀଘ୍ର ଦୌଡ଼ ଓ ସେଗୁଡ଼ିକୁ ସଂଗ୍ରହ କର। ସେଠାରେ ଛିଡ଼ା ହୁଅ ନାହିଁ।” ବାଳକଟି ତୀରଗୁଡ଼ିକୁ ସଂଗ୍ରହ କଲା ଓ ତା'ର ମୁନିବକୁ ଆଣି ଦେଲା।


ସେଠାରେ ତୁମ୍ଭ ସହିତ ଯାଜକ ସାଦୋକ ଓ ଅବିୟାଥର ଅଛନ୍ତି। ଏଣୁ ତୁମ୍ଭେ ରାଜଗୃହରୁ ଯାହାସବୁ ଶୁଣିବ, ତାହା ସାଦୋକ ଓ ଅବିୟାଥର ଯାଜକକୁ ଜଣାଇବ।


Swiv nou:

Piblisite


Piblisite