Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:21 - ପବିତ୍ର ବାଇବଲ

21 ଏଣୁ ସେମାନେ ଗଲାପରେ ସେ ଦୁଇ ଜଣ କୂଅ ମଧ୍ୟରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ। ସେମାନେ ଦାଉଦଙ୍କୁ କହିଲେ, “ଆପଣମାନେ ଏଠାରୁ ଶୀଘ୍ର ନଦୀ ପାର ହୋଇ ଗ୍ଭଲି ଯାଆନ୍ତୁ। କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିପରି ଭାବରେ ମନ୍ତ୍ରଣା ଦେଇଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇ ଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି।

Gade chapit la Kopi

ଓଡିଆ ବାଇବେଲ

21 ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇ ଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି।”

Gade chapit la Kopi




2 ଶାମୁୟେଲ 17:21
3 Referans Kwoze  

ଏହା ପରେ ଦାଉଦ ଓ ତାଙ୍କର ସମସ୍ତ ସାଙ୍ଗଲୋକ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା। ଏହିପରି କେହି ହେଲେ ରହିଲେ ନାହିଁ।


ଦେଖ! ତେବେ ମୁଁ ଦୂରରୁ ଭ୍ରମଣ କରି ମରୁଭୂମି ମଧ୍ୟକୁ ପଳାନ୍ତି। ସେଲା


Swiv nou:

Piblisite


Piblisite