Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:22 - ପବିତ୍ର ବାଇବଲ

22 ଏହା ପରେ ଦାଉଦ ଓ ତାଙ୍କର ସମସ୍ତ ସାଙ୍ଗଲୋକ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା। ଏହିପରି କେହି ହେଲେ ରହିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

22 ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟ ପୁର୍ବରୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟ ପୁର୍ବରୁ ଯେ ଯର୍ଦ୍ଦନ ପାର ହୋଇଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ।

Gade chapit la Kopi




2 ଶାମୁୟେଲ 17:22
8 Referans Kwoze  

ଏପରି ଘଟିଲା ଯେହେତୁ ପୂର୍ବରୁ ତାହାଙ୍କ ଦ୍ୱାରା କଥିତ ବାଣୀ ସତ୍ୟ ହେବ: “ମୁଁ ତୁମ୍ଭେ ଦେଇଥିବା ଜଣେ ଲୋକକୁ ମଧ୍ୟ ହରେଇ ନାହିଁ।”


“ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ।


ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଗ୍ଭଏ। ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ।


ଏହା ପରେ ଦାଉଦ ମହନୟିମକୁ ଆସିଲେ। ଅବଶାଲୋମ ଓ ତା'ର ସମର୍ଥନକାରୀ ଇସ୍ରାଏଲୀୟମାନେ ଯର୍ଦ୍ଦନ ନଦୀ ପାର ହେଲେ।


ସେମାନେ ମୋଶାଙ୍କୁ କହିଲେ, “ଆମ୍ଭେ ତୁମ୍ଭର ସେବକଗଣ ନିଜ ଅଧୀନସ୍ଥ ସମସ୍ତ ଯୋଦ୍ଧାମାନଙ୍କୁ ଗଣନା କରିଅଛୁ। କେହିଜଣେ ହଜିଯାଇ ନାହାନ୍ତି।


ଏଣୁ ସେମାନେ ଗଲାପରେ ସେ ଦୁଇ ଜଣ କୂଅ ମଧ୍ୟରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ। ସେମାନେ ଦାଉଦଙ୍କୁ କହିଲେ, “ଆପଣମାନେ ଏଠାରୁ ଶୀଘ୍ର ନଦୀ ପାର ହୋଇ ଗ୍ଭଲି ଯାଆନ୍ତୁ। କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିପରି ଭାବରେ ମନ୍ତ୍ରଣା ଦେଇଛନ୍ତି।”


ଏହା ପରେ ଅହୀଥୋଫଲ ଯେତେବେଳେ ଦେଖିଲେ ଏହା ତାଙ୍କ ମନ୍ତ୍ରଣା ଅନୁସାରେ ଗଲା ନାହିଁ, ସେ ତାଙ୍କ ଗଧ ଉପରେ ଚଢ଼ି ତାଙ୍କର ନିଜ ନଗରକୁ ଫେରିଲେ ଏବଂ ସେ ତାଙ୍କ ବଂଶ ପାଇଁ ଏକ ଦଲିଲ୍ ଲେଖିଲେ ଏବଂ ନିଜେ ଫାଶି ହୋଇ ଗଲେ। ଏହିପରି ଭାବରେ ସେ ମଲା ଓ ନିଜର ପିତାର କବରରେ କବର ପାଇଲା।


ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି। ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।”


Swiv nou:

Piblisite


Piblisite