Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:5 - ପବିତ୍ର ବାଇବଲ

5 କିନ୍ତୁ ଅବଶାଲୋମ କହିଲେ, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କ’ଣ କହୁଅଛି ଶୁଣିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତେବେ ଅବଶାଲୋମ କହିଲା, ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କʼଣ କହେ, ତାହା ମଧ୍ୟ ଶୁଣିବା।

Gade chapit la Kopi

ଓଡିଆ ବାଇବେଲ

5 ତେବେ ଅବଶାଲୋମ କହିଲା, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କ’ଣ କହେ, ତାହା ମଧ୍ୟ ଶୁଣିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତେବେ ଅବଶାଲୋମ କହିଲା, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କʼଣ କହେ, ତାହା ମଧ୍ୟ ଶୁଣିବା।”

Gade chapit la Kopi




2 ଶାମୁୟେଲ 17:5
6 Referans Kwoze  

ଏ କଥା ଅବଶାଲୋମ ଓ ତାଙ୍କର ସମସ୍ତ ଇସ୍ରାଏଲର ନେତୃବର୍ଗମାନଙ୍କର ମନକୁ ପାଇଲା।


ତେଣୁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ ଅବଶାଲୋମ ତାଙ୍କୁ କହିଲା, “ଅହୀଥୋଫଲ ଏପରି କହୁଅଛି, ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯେବେ ନ କରିବା ତେବେ ତୁମ୍ଭେ କୁହ।”


ଜଣେ ଲୋକ ଦାଉଦଙ୍କୁ କହିଲେ, “ଅବଶାଲୋମଙ୍କର ଚକ୍ରାନ୍ତକାରୀମାନଙ୍କ ସହିତ ଅହୀଥୋଫଲ ଅଛି।” ତା'ପରେ ଦାଉଦ ପ୍ରାର୍ଥନା କଲେ, “ହେ ମୋର ସଦାପ୍ରଭୁ, ଦୟାକରି ଅହୀଥୋଫଲର ଉପଦେଶକୁ ଅଦରକାରୀ କର।”


ରିହବିୟାମ ସେମାନଙ୍କୁ କହିଲେ, “ସେହି ଲୋକମାନେ ମୋତେ କହିଲେ, ‘ତୁମ୍ଭର ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ରଖିଛନ୍ତି, ଦୟାକରି ତାହା ହାଲୁକା କର।’ ସେମାନଙ୍କୁ ଉତ୍ତର ଦେବାକୁ ତୁମ୍ଭେମାନେ ଆମ୍ଭକୁ କି ମନ୍ତ୍ରଣା ଦେଉଛ?”


Swiv nou:

Piblisite


Piblisite