2 ଶାମୁୟେଲ 17:7 - ପବିତ୍ର ବାଇବଲ7 ହୂଶୟ ଅବଶାଲୋମକୁ କହିଲା, “ଅହୀଥୋଫଲଙ୍କ ଦ୍ୱାରା ଦିଆଯାଇଥିବା ମନ୍ତ୍ରଣା ଏହି ସମୟ ପାଇଁ ଭଲ ନୁହେଁ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ତହିଁରେ ହୂଶୟ ଅବଶାଲୋମକୁ କହିଲା, ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ। Gade chapit laଓଡିଆ ବାଇବେଲ7 ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।” Gade chapit la |
ଅହୀଥୋଫଲ ଅବଶାଲୋମକୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ନିଜର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ିଯାଇ ଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କରିବାକୁ ଯାଅ। ଏହା ସମୁଦାୟ ଇସ୍ରାଏଲୀୟମାନେ ଶୁଣିବେ। ସେମାନେ ହୃଦ୍ବୋଧ କରିବେ ଯେ, ତୁମ୍ଭର ପିତା ବର୍ତ୍ତମାନ ତୁମ୍ଭକୁ ଘୃଣା କରନ୍ତି। ତାହାହେଲେ ତୁମ୍ଭର ସମର୍ଥକମାନେ ତୁମ୍ଭକୁ ସମର୍ଥନ ଦେବା ପାଇଁ ଅଧିକ ଉତ୍ସାହିତ ହେବେ।”