Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:11 - ପବିତ୍ର ବାଇବଲ

11 ଯୋୟାବ ସେ ଲୋକକୁ କହିଲେ, “ଦେଖ, ତୁମ୍ଭେ ଏସବୁ ଦେଖିଲ ମାତ୍ର ତୁମ୍ଭେ କାହିଁକି ତାକୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ ମୁଁ ତୁମ୍ଭକୁ ଦଶ ଖଣ୍ତ ରୂପା ଓ ଏକ କଟିବନ୍ଧନ ଦେଇଥା’ନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ଯୋୟାବ ତାହା ଜଣାଇବା ଲୋକକୁ କହିଲା, ଦେଖ, ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାକୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ତ ରୂପା ଓ ଏକ କଟିବନ୍ଧନ ଦେଇଥାʼନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥା’ନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥାʼନ୍ତି।”

Gade chapit la Kopi




2 ଶାମୁୟେଲ 18:11
5 Referans Kwoze  

ସେହି ସମୟରେ ଜଣେ ଲୋକ ତାହା ଦେଖି ଯୋୟାବକୁ ଜଣାଇ ଦେଲା, “ମୁଁ ଅବଶାଲୋମକୁ ଅଲୋନ ବୃକ୍ଷରେ ଟଙ୍ଗା ହୋଇଥିବାର ଦେଖିଲି।”


ସେ ଲୋକଟି ଯୋୟାବକୁ କହିଲା, “ମୁଁ ସେ ରାଜପୁତ୍ରକୁ ମାରି ପାରି ନ ଥା’ନ୍ତି, ମୋତେ ଆପଣ ଯେତେ ଧନ ଦେଲେବି। ବା 1,000 ଖଣ୍ତ ରୂପା ଦେଲେ ମଧ୍ୟ ଏକାର୍ଯ୍ୟ ଅସମ୍ଭବ। କାରଣ ଆମ୍ଭେମାନେ ରାଜାଙ୍କର ଆଦେଶ ତୁମ୍ଭ ପ୍ରତି, ଅବୀଶୟ ପ୍ରତି ଓ ଇତ୍ତୟ ପ୍ରତି ଶୁଣିଥିଲୁ। ରାଜାଙ୍କର ଆଦେଶ ଥିଲା, ‘ସାବଧାନ, ଅବଶାଲୋମକୁ ଆଘାତ କର ନାହିଁ।’


ପୁଣି ତୁମ୍ଭେ ଯାଅ ଅମାସାକୁ କୁହ, ‘ତୁମ୍ଭେ ହେଉଛ ମୋର ପରିବାର ଅଂଶ ସଦସ୍ୟ, ଯଦି ମୁଁ ଯୋୟାବଙ୍କ ସ୍ଥାନରେ ତୁମ୍ଭକୁ ସେନାପତି ନ କରେ ପରମେଶ୍ୱର ମୋତେ ଦଣ୍ତ ଦେବେ।’”


ଶତ୍ରୁଗଣ ମୋ’ ପଛରେ ଗୋଡ଼ାଉଛନ୍ତି। ସେମାନେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି। ସେମାନେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ୟ କରୁଛନ୍ତି।


ସମସ୍ତ ଧନ ଲୋଭୀର ଗତି ଏହିପରି। ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।


Swiv nou:

Piblisite


Piblisite