Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:15 - ପବିତ୍ର ବାଇବଲ

15 ଯୋୟାବଙ୍କର ଦଶ ଜଣ ଯୁବା ସୈନିକ ଥିଲେ। ଯେଉଁମାନେ ତାଙ୍କୁ ଯୁଦ୍ଧରେ ସାହାଯ୍ୟ କରୁଥିଲେ। ସେହି ସୈନିକମାନେ ଅବଶାଲୋମର ଚତୁର୍ପାର୍ଶ୍ୱରେ ଏକତ୍ରିତ ହୋଇ ତାକୁ ହତ୍ୟା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମକୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।

Gade chapit la Kopi

ଓଡିଆ ବାଇବେଲ

15 ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।

Gade chapit la Kopi




2 ଶାମୁୟେଲ 18:15
9 Referans Kwoze  

ଯୋୟାବ କହିଲେ, “ମୁଁ ଏଠାରେ ତୁମ୍ଭ ସହିତ ସମୟ ନଷ୍ଟ କରି ପାରିବି ନାହିଁ।” ଅବଶାଲୋମ ତଥାପି ଜୀବିତ ଅବସ୍ଥାରେ ଅଲୋ‌ନ୍‌ଗଛରେ ଝୁଲୁଥିଲା। ଯୋୟାବ ଏକ ତ୍ରିଶୁଳ ନେଇ ଅବଶାଲୋମର ଛାତିରେ ଆଘାତ କଲେ।


ଯୋୟାବ ତୂରୀ ବଜାଇ ଇସ୍ରାଏଲୀୟମାନଙ୍କ ପଛରେ ନ ଗୋଡ଼ାଇବା ପାଇଁ ନିର୍ଦ୍ଦେଶ ଦେଲେ।


ତେଣୁ ‌‌ଖ‌ଡ଼୍‌ଗ ତୁମ୍ଭର ପରିବାରର ଜୀବନ ନେବା ଚିରଦିନ ଗ୍ଭଲୁରଖିବ। କାରଣ ହିତ୍ତୀୟ ଊରିୟର ସ୍ତ୍ରୀକୁ ନେଇ ତୁମ୍ଭର ସ୍ତ୍ରୀ କରି ମୋତେ ତୁଚ୍ଛ ଜ୍ଞାନ କରିଅଛ।’


ରାଜା ଦାଉଦ ସାଦୋକ୍ ଓ ଅବିୟାଥରଙ୍କୁ ଯାଜକମାନଙ୍କ ନିକଟକୁ ଗୋଟିଏ ବାର୍ତ୍ତା ପଠାଇଲେ। ଦାଉଦ କହିଲେ, “ତୁମ୍ଭେମାନେ ଯାଅ ଓ ଯିହୁଦାର ପ୍ରାଚୀନବର୍ଗମାନଙ୍କୁ କୁହ, ‘ରାଜାଙ୍କୁ ତାଙ୍କ ଗୃହକୁ ଆଣିବା ପାଇଁ ସସମ୍ତ ଇସ୍ରାଏଲ କହନ୍ତି। ତାହାହେଲେ ରାଜାଙ୍କୁ ତାଙ୍କ ଗୃହକୁ ଫେରାଇ ଆଣିବା ପାଇଁ ତୁମ୍ଭେମାନେ କାହିଁକି ଅନ୍ତିମ ଗୋଷ୍ଠୀ ହେଉଛ?


ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ଯିଏକି ଅତି ଶକ୍ତିଶାଳୀ ଥିଲା। ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।


ଦୁର୍ଜନ କେବଳ ବିଦ୍ରୋହ ଲୋଡ଼େ, ଏଣୁ ତାକୁ ଶାସ୍ତି ଦେବା ପାଇଁ ଜଣେ କଠୋର ହୃଦୟ ଦୂତକୁ ପଠାଯିବ।


ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ। ତାକୁ କେହି ଅଟକାଇବେ ନାହିଁ।


ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ପ୍ରାଚୀର ଭାଙ୍ଗେ ତାହାକୁ ସର୍ପ କାମୁଡ଼ିବ।


Swiv nou:

Piblisite


Piblisite