2 ଶାମୁୟେଲ 18:24 - ପବିତ୍ର ବାଇବଲ24 ଦାଉଦ ନଗରର ଦୁଇ ଫାଟକର ମଧ୍ୟରେ ବସିଥିଲେ। ତା'ପରେ ଜଣେ ପ୍ରହରୀ ଦ୍ୱାର ଛାତର କାନ୍ଥ ଉପରକୁ ଯାଇ ଦେଖିଲା ଜଣେ ଲୋକ ଦୌଡ଼ି ଦୌଡ଼ି ଆସୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)24 ଏହି ସମୟରେ ନଗରର ଦ୍ଵାରଦ୍ଵୟର ମଧ୍ୟ ସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ଵାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି। Gade chapit laଓଡିଆ ବାଇବେଲ24 ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟ ସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି। Gade chapit la |