Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:4 - ପବିତ୍ର ବାଇବଲ

4 ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଉତ୍ତମ ବିଗ୍ଭର କର ମୁଁ ତାହା କରିବି।” ଏହା ପରେ ସେ ନଗର ଫାଟକ ପାର୍ଶ୍ୱରେ ଛିଡ଼ା ହେଲେ ଓ ହଜାର ଲୋକ ଦଳ ଦଳ ହୋଇ ବାହାରି ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ରାଜା ସେମାନଙ୍କୁ କହିଲେ, ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି। ଏଉତ୍ତାରେ ରାଜା ନଗର ଦ୍ଵାର-ପାର୍ଶ୍ଵରେ ଠିଆ ହେଲେ ଓ ସମସ୍ତ ଲୋକ ଶତ ଶତ ଓ ସହସ୍ର ସହସ୍ର ହୋଇ ବାହାରି ଗଲେ।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ବରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରି ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ଵରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରିଗଲେ।

Gade chapit la Kopi




2 ଶାମୁୟେଲ 18:4
5 Referans Kwoze  

ଦାଉଦ ନଗରର ଦୁଇ ଫାଟକର ମଧ୍ୟରେ ବସିଥିଲେ। ତା'ପରେ ଜଣେ ପ୍ରହରୀ ଦ୍ୱାର ଛାତର କାନ୍ଥ ଉପରକୁ ଯାଇ ଦେଖିଲା ଜଣେ ଲୋକ ଦୌଡ଼ି ଦୌଡ଼ି ଆସୁଅଛି।


ତା'ପରେ ସଦାପ୍ରଭୁ ବିଗ୍ଭର ନିମନ୍ତେ ବିଗ୍ଭରକଙ୍କୁ ବିଗ୍ଭର ଜନିତ ଆତ୍ମା ଓ ଯେଉଁମାନେ ନଗରଦ୍ୱାରରେ ଯୁଦ୍ଧରେ ଫେରାଇ ଦିଅନ୍ତି ସେମାନଙ୍କ ପାଇଁ ବଳସ୍ୱରୂପ ହେବେ।


ଦାଉଦ ଲୋକମାନଙ୍କୁ ଗଣି 1,000 ଜଣରେ ଜଣେ ଓ ପ୍ରତି 100 ଜଣରେ ଜଣେ ଲେଖାଏ ମୁଖିଆଙ୍କୁ ନିଯୁକ୍ତ କଲେ।


ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶହ ଶହ, ହଜାର ହଜାର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ। ଦାଉଦ ଏବଂ ତାଙ୍କର ସୈନ୍ୟମାନେ ଆଖୀଶ୍ ସହିତ ପଛେ ପଛେ ଆଗେଇଲେ।


ରାଜା ଯୋୟାବ ଅବୀଶୟ ଓ ଇତ୍ତୟକୁ ଆଦେଶ ଦେଇ କହିଲେ, “ମୋ’ ପାଇଁ ଅବଶାଲୋମ ପ୍ରତି ଭଦ୍ର ବ୍ୟବହାର କର।” ଯେତେବେଳେ ରାଜା ଏହି ଆଦେଶ ସମସ୍ତ ଅଧିପତିମାନଙ୍କୁ ଦେଲେ, ସମସ୍ତ ଲୋକ ଏ କଥା ଶୁଣି ପାରିଲେ।


Swiv nou:

Piblisite


Piblisite