2 ଶାମୁୟେଲ 19:1 - ପବିତ୍ର ବାଇବଲ1 ଲୋକମାନେ ଯୋୟାବକୁ ଏ ଖବର ଜଣାଇଲେ। ସେମାନେ ଯୋୟାବକୁ କହିଲେ, “ଦେଖନ୍ତୁ ରାଜା ଅବଶାଲୋମ ପାଇଁ କ୍ରନ୍ଦନ କରୁଛନ୍ତି ଓ ଶୋକ ମଧ୍ୟ କରୁଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର କେହି ଯୋୟାବକୁ କହିଲା, ଦେଖ, ରାଜା ଅବଶାଲୋମ ନିମନ୍ତେ ରୋଦନ ଓ ଶୋକ କରୁଅଛନ୍ତି। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ କେହି ଯୋୟାବକୁ କହିଲା, “ଦେଖ, ରାଜା ଅବଶାଲୋମ ନିମନ୍ତେ ରୋଦନ ଓ ଶୋକ କରୁଅଛନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ କେହି ଯୋୟାବକୁ କହିଲା, “ଦେଖ, ରାଜା ଅବଶାଲୋମ ନିମନ୍ତେ ରୋଦନ ଓ ଶୋକ କରୁଅଛନ୍ତି।” Gade chapit la |
ଏହା ପରେ ରାଜା ଜାଣିଗଲେ ଯେ ଅବଶାଲୋମ ମୃତ। ରାଜା ଦୁଃଖରେ ଭାଙ୍ଗି ପଡ଼ିଲେ, ସେ ନଗର ଦ୍ୱାର ଉପରିସ୍ଥ କୋଠରୀକୁ ଯାଇ କ୍ରନ୍ଦନ କଲେ। ସେ କୋଠରୀରେ ଏପଟରୁ ସେପଟ କ୍ରନ୍ଦନ କରି କରି ବୁଲୁଥା’ନ୍ତି। ସେ କହୁଥିଲେ, “ହେ ମୋର ପୁତ୍ର ଅବଶାଲୋମ, ମୋର ପୁତ୍ର ଅବଶାଲୋମ, ମୁଁ ଆଶା କରୁଥିଲି ମୁଁ ତୁମ୍ଭ ବଦଳରେ ମରିଥା’ନ୍ତି କି! ହାୟ ମୋର ପୁତ୍ର ଅବଶାଲୋମ ମୋର ପୁତ୍ର, ଅବଶାଲୋମ।”