2 ଶାମୁୟେଲ 19:12 - ପବିତ୍ର ବାଇବଲ12 ତୁମ୍ଭେମାନେ ମୋର ଭାଇ, ତୁମ୍ଭେ ହେଉଛ ମୋର ପରିବାରବର୍ଗ, ତେବେ ତୁମ୍ଭେମାନେ ରାଜାଙ୍କୁ ଫେରାଇ ଆଣିବାରେ କାହିଁକି ଅନ୍ତିମ ଗୋଷ୍ଠୀ ହେଉଛ?’ Gade chapit laପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଶ୍ଚାତ୍ପଦ ହେଉଅଛ? Gade chapit laଓଡିଆ ବାଇବେଲ12 ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ ?’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ?’ Gade chapit la |