2 ଶାମୁୟେଲ 19:13 - ପବିତ୍ର ବାଇବଲ13 ପୁଣି ତୁମ୍ଭେ ଯାଅ ଅମାସାକୁ କୁହ, ‘ତୁମ୍ଭେ ହେଉଛ ମୋର ପରିବାର ଅଂଶ ସଦସ୍ୟ, ଯଦି ମୁଁ ଯୋୟାବଙ୍କ ସ୍ଥାନରେ ତୁମ୍ଭକୁ ସେନାପତି ନ କରେ ପରମେଶ୍ୱର ମୋତେ ଦଣ୍ତ ଦେବେ।’” Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି ତୁମ୍ଭେମାନେ ଅମାସାକୁ କୁହ, ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯେବେ ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ଵର ଆମ୍ଭକୁ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ। Gade chapit laଓଡିଆ ବାଇବେଲ13 ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ ?’ ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’” Gade chapit la |
ଅମାସୟ ତିରିଶ୍ ବୀରଙ୍କର ନେତା ଥିଲେ। ଏହା ପରେ, ଆତ୍ମା ଅମାସୟଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର ଅଟୁ! ହେ ଯିଶୀଙ୍କ ପୁତ୍ର, ଆମ୍ଭେମାନେ ତୁମ୍ଭ ସହିତରେ ଅଛୁ! ତୁମ୍ଭ ପ୍ରତି, ଶାନ୍ତି ବର୍ତ୍ତୁ! ଯେଉଁ ଲୋକମାନେ ତୁମ୍ଭକୁ ସାହାଯ୍ୟ କରନ୍ତି, ସେହି ସମସ୍ତଙ୍କ ପ୍ରତି ଶାନ୍ତି ବର୍ତ୍ତୁ। କାରଣ ତୁମ୍ଭର ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରନ୍ତି!” ତେଣୁ ଦାଉଦ ଏହି ଲୋକମାନଙ୍କୁ ତାଙ୍କ ଦିନରେ ସ୍ୱାଗତ କଲେ ଓ ସେମାନଙ୍କୁ ବିଭିନ୍ନ ସେନାଦଳର ଦାୟିତ୍ୱରେ ରଖିଲେ।