Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:16 - ପବିତ୍ର ବାଇବଲ

16 ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମିୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ରାଜା ଦାଉଦଙ୍କୁ ଭେଟିବା ପାଇଁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେତେବେଳେ ଦାଉଦ ରାଜାଙ୍କୁ ଭେଟିବା ପାଇଁ ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମୀୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ଆସିଲା।

Gade chapit la Kopi

ଓଡିଆ ବାଇବେଲ

16 ସେତେବେଳେ ଦାଉଦ ରାଜାଙ୍କୁ ସାକ୍ଷାତ କରିବା ପାଇଁ ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମୀୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ଆସିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେତେବେଳେ ଦାଉଦ ରାଜାଙ୍କୁ ସାକ୍ଷାତ କରିବା ପାଇଁ ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମୀୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ଆସିଲା।

Gade chapit la Kopi




2 ଶାମୁୟେଲ 19:16
8 Referans Kwoze  

“ସ୍ମରଣ କର, ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମିୟି ତୁମ୍ଭ ସହିତ ଅଛି। ମୁଁ ମହନୟିମକୁ ପଳାୟନ କଲା ଦିନ ସେ ମୋତେ ଏକ ଜଘନ୍ୟ ଅଭିଶାପ ଦେଲା। ସେ ଯର୍ଦ୍ଦନ ନିକଟରେ ମୋତେ ଦେଖିବାକୁ ଆସିଥିଲା, “କିନ୍ତୁ ମୁଁ ତାକୁ ହତ୍ୟା ନ କରିବା ପାଇଁ ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କରିଥିଲି।


“ଯଦି ତୁମ୍ଭର ଶତ୍ରୁ ତୁମ୍ଭକୁ ବିଗ୍ଭରାଳୟକୁ ନେଇ ଯାଉଅଛି, ତେବେ ବିଗ୍ଭରାଳୟ ଯିବା ପୂର୍ବରୁ ତା’ ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚେତ ତୁମ୍ଭର ଶତ୍ରୁ ବିଗ୍ଭରପତିଙ୍କ ହାତରେ ଦେଇଦେବ ଓ ଶେଷରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତରେ ଦେବେ, ତା'ପରେ ତୁମ୍ଭେ କାରାଗାରରେ ବନ୍ଦୀ ହୋଇ ଯିବ।


ଶୟତାନ ଉତ୍ତର ଦେଲା, “ଚର୍ମ ଚର୍ମ ପାଇଁ! ଜଣେ ମନୁଷ୍ୟ ନିଜ ଜୀବନ ରକ୍ଷା କରିବା ପାଇଁ ସବୁକିଛି ଦେଇ ଦେବ।


ତା'ର ସ୍ୱାମୀ ରୋଦନ କଲା ଏବଂ ବହୁରୀମ ପର୍ଯ୍ୟନ୍ତ ତାକୁ ଅନୁସରଣ କଲା। ତା'ପରେ ଅ‌‌ବ୍‌‌ନର‌ ପ‌ଲ୍‌ଟିୟେ‌ଲ୍‌ଙ୍କୁ କହିଲା, “ଯାଅ, ଫେରିଯାଅ,” ତା'ପରେ ସେ ଫେରିଗଲା।


“ମୋ’ ପୂର୍ବରୁ ପ୍ରଥମେ ତୁମ୍ଭେ ଗି‌ଲ୍‌ଗ‌ଲ୍‌କୁ ଯିବ। ତା'ପରେ ମୁଁ ସେଠାକୁ ହୋମବଳି ଓ ମଙ୍ଗଳାର୍ଥକ ବଳିରେ ଉତ୍ସର୍ଗ କରିବି। ମୁଁ ଆସି ତୁମ୍ଭକୁ କ’ଣ କରିବାକୁ ହେବ କହିବା ପର୍ଯ୍ୟନ୍ତ, ତୁମ୍ଭେ ସେଠାରେ ସାତ ଦିନ ଅପେକ୍ଷା କରିବାକୁ ହେବ।”


Swiv nou:

Piblisite


Piblisite