Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:2 - ପବିତ୍ର ବାଇବଲ

2 ଦାଉଦଙ୍କର ସୈନ୍ୟଦଳ ସେଦିନ ଯୁଦ୍ଧରେ ଜୟଲାଭ କଲେ। କିନ୍ତୁ ଜୟଲାଭ କରିବାର ଆନନ୍ଦ ସମସ୍ତ ଲୋକମାନଙ୍କ ପାଇଁ ଦୁଃଖରେ ପରିଣତ ହେଲା। ଏହା ଥିଲା ଏକ ଦୁଃଖର ଦିନ, କାରଣ ଲୋକମାନେ ଶୁଣିବାକୁ ପାଇଲେ ଯେ, “ରାଜା ତାଙ୍କର ନିଜ ପୁତ୍ର ପାଇଁ ଅତ୍ୟନ୍ତ ଦୁଃଖିତ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଣୁ ସେହି ଦିବସର ଜୟ ସକଳ ଲୋକଙ୍କ ପ୍ରତି ଶୋକଜନକ ହେଲା; କାରଣ ରାଜା ଆପଣା ପୁତ୍ର ବିଷୟରେ ବ୍ୟଥିତ ହେଉଅଛନ୍ତି, ଏହା ଲୋକମାନେ ସେହି ଦିନ ଶୁଣିଲେ।

Gade chapit la Kopi

ଓଡିଆ ବାଇବେଲ

2 ଏଣୁ ସେହି ଦିବସର ଜୟ ସକଳ ସୈନ୍ୟମାନଙ୍କ ପ୍ରତି ଶୋକଜନକ ହେଲା; କାରଣ ରାଜା ଆପଣା ପୁତ୍ର ବିଷୟରେ ରୋଦନ କରୁଅଛନ୍ତି, ଏହା ଲୋକମାନେ ସେହି ଦିନ ଶୁଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଣୁ ସେହି ଦିବସର ଜୟ ସକଳ ସୈନ୍ୟମାନଙ୍କ ପ୍ରତି ଶୋକଜନକ ହେଲା; କାରଣ ରାଜା ଆପଣା ପୁତ୍ର ବିଷୟରେ ରୋଦନ କରୁଅଛନ୍ତି, ଏହା ଲୋକମାନେ ସେହି ଦିନ ଶୁଣିଲେ।

Gade chapit la Kopi




2 ଶାମୁୟେଲ 19:2
5 Referans Kwoze  

ରାଜାର କ୍ରୋଧ ସିଂହର ଗର୍ଜନ ସଦୃଶ। କିନ୍ତୁ ତା'ର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।


ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ। ତାଙ୍କର ଅନୁଗ୍ରହ ଶେଷ ବର୍ଷାର ମେଘସ୍ୱରୂପ।


ଲୋକମାନେ ଯୋୟାବକୁ ଏ ଖବର ଜଣାଇଲେ। ସେମାନେ ଯୋୟାବକୁ କହିଲେ, “ଦେଖନ୍ତୁ ରାଜା ଅବଶାଲୋମ ପାଇଁ କ୍ରନ୍ଦନ କରୁଛନ୍ତି ଓ ଶୋକ ମଧ୍ୟ କରୁଛନ୍ତି।”


ସୈନ୍ୟମାନେ ନଗରକୁ ପ୍ରବେଶ କରୁଥିଲେ, ଯେପରି ସେମାନଙ୍କର ପରାସ୍ତ ସୈନିକମାନେ ଲଜ୍ଜା ବସତଃ ନଗରରେ ପ୍ରବେଶ କରନ୍ତି।


ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ଅନ୍ତଃକରଣ ଅବଶାଲୋମ ଆଡ଼େ ଅଛି।


Swiv nou:

Piblisite


Piblisite