2 ଶାମୁୟେଲ 19:20 - ପବିତ୍ର ବାଇବଲ20 ଆପଣ ଜାଣନ୍ତି ଯେ ମୁଁ ପାପ କରିଛି। ଯେଉଁଥିପାଇଁ ଯୋଷେଫଙ୍କର ବଂଶରୁ ମୁଁ ପ୍ରଥମ ବ୍ୟକ୍ତି, ମୁଁ ଆଜି ମୋର ପ୍ରଭୁ ମହାରାଜାଙ୍କୁ ଭେଟିବାକୁ ଆସିଲି।” Gade chapit laପବିତ୍ର ବାଇବଲ (Re-edited) - (BSI)20 କାରଣ ଆପଣଙ୍କ ଦାସ ମୁଁ ଯେ ପାପ କରିଅଛି, ଏହା ଜାଣେ; ଏହେତୁ ଦେଖନ୍ତୁ, ଯୋଷେଫର ସମୁଦାୟ ବଂଶ ମଧ୍ୟରେ ପ୍ରଥମେ ମୁଁ ଆଜି ମୋʼ ପ୍ରଭୁ ମହାରାଜାଙ୍କୁ ଭେଟିବା ପାଇଁ ଆସିଲି। Gade chapit laଓଡିଆ ବାଇବେଲ20 କାରଣ ଆପଣଙ୍କ ଦାସ ମୁଁ ଯେ ପାପ କରିଅଛି, ଏହା ଜାଣେ; ଏହେତୁ ଦେଖନ୍ତୁ, ଯୋଷେଫର ସମୁଦାୟ ବଂଶ ମଧ୍ୟରେ ପ୍ରଥମେ ମୁଁ ଆଜି ମୋ’ ପ୍ରଭୁ ମହାରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କାରଣ ଆପଣଙ୍କ ଦାସ ମୁଁ ଯେ ପାପ କରିଅଛି, ଏହା ଜାଣେ; ଏହେତୁ ଦେଖନ୍ତୁ, ଯୋଷେଫର ସମୁଦାୟ ବଂଶ ମଧ୍ୟରେ ପ୍ରଥମେ ମୁଁ ଆଜି ମୋʼ ପ୍ରଭୁ ମହାରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲି।” Gade chapit la |