2 ଶାମୁୟେଲ 19:23 - ପବିତ୍ର ବାଇବଲ23 ତା'ପରେ ରାଜା ଶିମିୟିକୁ କହିଲେ, “ତୁମ୍ଭେ ମରିବ ନାହିଁ।” ରାଜା ଏହା ଶିମିୟି ନିକଟରେ ଶପଥ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତହୁଁ ରାଜା ଶିମୀୟିକି କହିଲେ, ତୁମ୍ଭେ ମରିବ ନାହିଁ। ପୁଣି ରାଜା ତାହା ନିକଟରେ ଶପଥ କଲେ। Gade chapit laଓଡିଆ ବାଇବେଲ23 ତହୁଁ ରାଜା ଶିମୀୟିଙ୍କୁ କହିଲେ, “ତୁମ୍ଭେ ମରିବ ନାହିଁ।” ପୁଣି ରାଜା ତାହା ନିକଟରେ ଶପଥ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହୁଁ ରାଜା ଶିମୀୟିଙ୍କୁ କହିଲେ, “ତୁମ୍ଭେ ମରିବ ନାହିଁ।” ପୁଣି ରାଜା ତାହା ନିକଟରେ ଶପଥ କଲେ। Gade chapit la |