2 ଶାମୁୟେଲ 19:25 - ପବିତ୍ର ବାଇବଲ25 ଯେତେବେଳେ ମଫୀବୋଶତ୍ ରାଜାଙ୍କୁ ଯିରୁଶାଲମରେ ଦେଖା କଲା, “ରାଜା ପଗ୍ଭରିଲେ ତୁମ୍ଭେ କାହିଁକି ମୋ’ ସହିତ ଗଲ ନାହିଁ?” Gade chapit laପବିତ୍ର ବାଇବଲ (Re-edited) - (BSI)25 ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, ମଫୀବୋଶତ୍, ତୁମ୍ଭେ କାହିଁକି ମୋʼ ସଙ୍ଗରେ ଗଲ ନାହିଁ? Gade chapit laଓଡିଆ ବାଇବେଲ25 ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, “ମଫୀବୋଶତ୍, ତୁମ୍ଭେ କାହିଁକି ମୋ’ ସଙ୍ଗରେ ଗଲ ନାହିଁ ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, “ମଫୀବୋଶତ୍, ତୁମ୍ଭେ କାହିଁକି ମୋʼ ସଙ୍ଗରେ ଗଲ ନାହିଁ?” Gade chapit la |
ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଏକ ପୁତ୍ର ଥିଲେ, ଯାହାଙ୍କର ନାମଥିଲା ମଫୀବୋଶତ୍। ଯେତେବେଳେ ତାକୁ ମାତ୍ର ପାଞ୍ଚ ବର୍ଷ ବୟସ ହୋଇଥିଲା, ସେତେବେଳେ ଯିଷ୍ରିୟେଲରୁ ଖବର ଆସିଲା ଯେ, ଶାଉଲ ଏବଂ ଯୋନାଥନକୁ ହତ୍ୟା କରାଯାଇଛି। ଯେତେବେଳେ ମଫୀବୋଶତ୍ର ଧାତ୍ରୀ ଏ ଖବର ପାଇଲା, ସେ ମଫୀବୋଶତକୁ ଉଠାଇଲା ଏବଂ ସେ ଭୟରେ ଦୌଡ଼ି ପଳାଇଲା। କିନ୍ତୁ ପିଲାଟି ତଳେ ପଡ଼ିଗଲା ଏବଂ ତା'ପରେ ତା'ର ଦୁଇ ଗୋଡ଼ ଛୋଟା ହୋଇଗଲା।