Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:26 - ପବିତ୍ର ବାଇବଲ

26 ମଫୀବୋଶତ୍ ଉତ୍ତର ଦେଲା, “ହେ ମୋର ପ୍ରଭୁ ମହାରାଜ, ମୋର ଦାସ ମୋତେ ପ୍ରବଞ୍ଚନା କଲା। ମୁଁ ତ ଛୋଟା ତେଣୁ ମୁଁ ମୋ’ ଦାସ ସୀବଃକୁ କହିଲି, ‘ଏକ ଗଧ ସଜାଇବା ପାଇଁ, ଯେଉଁଥିରେ ମୁଁ ଯାଇ ମୋର ରାଜାଙ୍କୁ ଦେଖା କରିବି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହିଁରେ ସେ ଉତ୍ତର କଲା, ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ଦାସ ତ ଛୋଟା, ଗର୍ଦ୍ଦଭ ସଜାଇ ତାହା ଉପରେ ଚଢ଼ି ମହାରାଜଙ୍କ ନିକଟକୁ ଯିବା ପାଇଁ ମୋହର ମନସ୍ଥ ଥିଲା, ମାତ୍ର ମୋହର ଦାସ ମୋତେ ବଞ୍ଚନା କଲା।

Gade chapit la Kopi

ଓଡିଆ ବାଇବେଲ

26 ତହିଁରେ ସେ ଉତ୍ତର କଲା, “ହେ ମୋହର ପ୍ରଭୁ, ମହାରାଜ, ଆପଣଙ୍କ ଦାସ ତ ଛୋଟା, ଗର୍ଦ୍ଦଭ ସଜାଇ ତାହା ଉପରେ ଚଢ଼ି ମହାରାଜଙ୍କ ନିକଟକୁ ଯିବା ପାଇଁ ମୋହର ମନସ୍ଥ ଥିଲା, ମାତ୍ର ମୋହର ଦାସ ମୋତେ ପ୍ରବଞ୍ଚନା କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହିଁରେ ସେ ଉତ୍ତର କଲା, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ଦାସ ତ ଛୋଟା, ‘ଗର୍ଦ୍ଦଭ ସଜାଇ ତାହା ଉପରେ ଚଢ଼ି ମହାରାଜଙ୍କ ନିକଟକୁ ଯିବା ପାଇଁ ମୋହର ମନସ୍ଥ ଥିଲା,’ ମାତ୍ର ମୋହର ଦାସ ମୋତେ ପ୍ରବଞ୍ଚନା କଲା।

Gade chapit la Kopi




2 ଶାମୁୟେଲ 19:26
4 Referans Kwoze  

ରାଜା କହିଲେ, “ଆଉ ଶାଉଲ ପରିବାରର କେହି ଅଛନ୍ତି କି? ପରମେଶ୍ୱରଙ୍କର ଦୟା ସେମାନଙ୍କୁ ଦେବାକୁ ଗ୍ଭହୁଁଛି।” ସୀବଃ ରାଜା ଦାଉଦକୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ମଧ୍ୟ ବଞ୍ଚିଛି। ସେ ଛୋଟା ଅଟେ।”


ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଏକ ପୁତ୍ର ଥିଲେ, ଯାହାଙ୍କର ନାମଥିଲା ମଫୀବୋଶତ୍। ଯେତେବେଳେ ତାକୁ ମାତ୍ର ପାଞ୍ଚ ବର୍ଷ ବୟସ ହୋଇଥିଲା, ସେତେବେଳେ ଯିଷ୍ରିୟେଲରୁ ଖବର ଆସିଲା ଯେ, ଶାଉଲ ଏବଂ ଯୋନାଥନକୁ ହତ୍ୟା କରାଯାଇଛି। ଯେତେବେଳେ ମଫୀବୋଶ‌‌ତ୍‌‌ର ଧାତ୍ରୀ ଏ ଖବର ପାଇଲା, ସେ ମଫୀବୋଶତକୁ ଉଠାଇଲା ଏବଂ ସେ ଭୟରେ ଦୌଡ଼ି ପଳାଇଲା। କିନ୍ତୁ ପିଲାଟି ତଳେ ପଡ଼ିଗଲା ଏବଂ ତା'ପରେ ତା'ର ଦୁଇ ଗୋଡ଼ ଛୋଟା ହୋଇଗଲା।


ବିନ୍ୟାମୀନ ପରିବାରବର୍ଗର 1,000 ଲୋକ ଶିମିୟି ସଙ୍ଗରେ ଆସିଲେ। ସୀବଃ ଶାଉଲ ପରିବାରର ଦାସ, ତାଙ୍କ ସହିତ ତାଙ୍କର ପନ୍ଦର ଜଣ ପୁଅଙ୍କୁ ଓ କୋଡ଼ିଏ ଜଣ ଗ୍ଭକରକୁ ଆଣିଲେ। ଏ ସମସ୍ତ ଲୋକ ଯର୍ଦ୍ଦନ ନଦୀ ପାର ହୋଇ ରାଜାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ।


Swiv nou:

Piblisite


Piblisite