Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:29 - ପବିତ୍ର ବାଇବଲ

29 ରାଜା ମଫୀବୋଶତକୁ କହିଲେ, “ତୁମ୍ଭର ସମସ୍ୟା ବିଷୟରେ ଆଉ କିଛି କୁହ ନାହିଁ। ମୁଁ କହୁଅଛି ତୁମ୍ଭେ ଓ ସୀବଃ ସେହି ଭୂମିକୁ ବାଣ୍ଟି ନିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତହିଁରେ ରାଜା ତାହାକୁ କହିଲେ, ତୁମ୍ଭେ ଆପଣା ବିଷୟ ଆଉ କାହିଁକି କହୁଅଛ? ମୁଁ କହୁଅଛି, ତୁମ୍ଭେ ଓ ସୀବଃ ସେହି ଭୂମି ବାଣ୍ଟି ନିଅ।

Gade chapit la Kopi

ଓଡିଆ ବାଇବେଲ

29 ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭେ ଆପଣା ବିଷୟ ଆଉ କାହିଁକି କହୁଅଛ ? ମୁଁ କହୁଅଛି, ତୁମ୍ଭେ ଓ ସୀବଃ ସେହି ଭୂମି ବାଣ୍ଟି ନିଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭେ ଆପଣା ବିଷୟ ଆଉ କାହିଁକି କହୁଅଛ? ମୁଁ କହୁଅଛି, ତୁମ୍ଭେ ଓ ସୀବଃ ସେହି ଭୂମି ବାଣ୍ଟି ନିଅ।”

Gade chapit la Kopi




2 ଶାମୁୟେଲ 19:29
11 Referans Kwoze  

କିନ୍ତୁ ତୁମ୍ଭ ବ୍ୟବସ୍ଥାରେ ଲେଖାଥିବା ବାକ୍ୟ ଓ ନାମ ବିରୁଦ୍ଧରେ ଏହି ବଚସା ସୃଷ୍ଟି ହୋଇଥିବାରୁ ତୁମ୍ଭେମାନେ ନିଜେ ନିଜେ ଏହାର ସମାଧାନ କର। ଏହିସବୁ ବିଷୟରେ ମୁଁ କୌଣସି ବିଗ୍ଭର କରିବି ନାହିଁ।”


ଯେ ଶୁଣିବା ପୂର୍ବରୁ ଉତ୍ତର କରେ, ଗୋଟିଏ ଅଜ୍ଞାନତା ପରି ସିଏ ବିବେଚନା ହୁଏ ଓ ଲଜ୍ଜିତର କାରଣ ହୁଏ।


ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ୱଂସ କରିଦେବି। ମୁଁ ଲୋକମାନଙ୍କୁ ଗର୍ବୀ ହେବାକୁ ଦେବି ନାହିଁ। ସେମାନେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦେବି ନାହିଁ।


ପରମେଶ୍ୱର କହନ୍ତି, “ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ଅନ୍ୟାୟ ବିଗ୍ଭର କରିବ? ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?” ସେଲା


ସୀବଃ ନାମକ ଏକ ଗ୍ଭକର ଶାଉଲ ପରିବାରର ଥିଲା। ସେ ଦାଉଦଙ୍କ ସମ୍ମୁଖକୁ ଡକା ହୋଇଥିଲା। ଏବଂ ରାଜା ପଗ୍ଭରିଲେ, “ତୁମ୍ଭେ କ’ଣ ସୀବଃ?” ସେ ଉତ୍ତର ଦେଇ କହିଲା, “ହଁ ଆଜ୍ଞା, ମୁଁ ଆପଣଙ୍କର ଦାସ ସୀବଃ।”


ତା'ପରେ ରାଜା ଦାଉଦ ଶାଉଲଙ୍କର ଗ୍ଭକର ସୀବଃକୁ ପାଖକୁ ଡାକିଲେ ଏବଂ କହିଲେ, “ମୁଁ ତୁମ୍ଭର ମୁନିବର ନାତିକୁ ଶାଉଲଙ୍କର ଓ ତାହାଙ୍କ ପରିବାରକୁ ସମସ୍ତ ସମ୍ପତ୍ତି ଦେଲି।


ଆପଣ ମୋର ଜେଜେବାପାଙ୍କର ସମସ୍ତ ପରିବାରକୁ ହତ୍ୟା କରି ପାରିଥା’ନ୍ତେ, କିନ୍ତୁ ଆପଣ ତାହା କଲେ ନାହିଁ। ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହି ହେତୁ ଏବେ ମହାରାଜାଙ୍କ ନିକଟରେ ଆଉ ଆପତ୍ତି କରିବା ପାଇଁ ମୋର କେଉଁ ଅଧିକାର ଅଛି?”


ମଫୀବୋଶତ୍ ରାଜାଙ୍କୁ କହିଲେ, “ହେଉ, ମୋର ପ୍ରଭୁ ମହାରାଜା, ଆପଣ ନିରାପଦରେ ଗୃହକୁ ଫେରି ଆସିଛନ୍ତି, ତାହା ହିଁ ଯଥେଷ୍ଟ। ତେଣୁ ସୀବଃ ସବୁକିଛି ନେଇଯାଉ।”


ଦାଉଦ ମଫୀବୋଶ‌‌ତ୍‌‌କୁ କହିଲେ, “ଭୟ କର ନାହିଁ, ମୁଁ ତୁମ୍ଭ ପ୍ରତି ଦୟା କରୁଛି। ତୁମ୍ଭର ବାପା ଯୋନାଥନଙ୍କ ପାଇଁ ମୁଁ ତୁମ୍ଭକୁ ଦୟା ଦେଖାଉଛି। ମୁଁ ତୁମ୍ଭକୁ ତୁମ୍ଭ ଜେଜେ ବାପା ଶାଉଲଙ୍କର ସମସ୍ତ ସମ୍ପତ୍ତି ତୁମ୍ଭକୁ ଫେରାଇ ଦେବି। ତୁମ୍ଭେ ମଧ୍ୟ ମୋ’ ପାଖରେ ସବୁଦିନ ଭୋଜନ କରିବ।”


Swiv nou:

Piblisite


Piblisite