Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:3 - ପବିତ୍ର ବାଇବଲ

3 ସୈନ୍ୟମାନେ ନଗରକୁ ପ୍ରବେଶ କରୁଥିଲେ, ଯେପରି ସେମାନଙ୍କର ପରାସ୍ତ ସୈନିକମାନେ ଲଜ୍ଜା ବସତଃ ନଗରରେ ପ୍ରବେଶ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ଲୋକମାନେ ନଗରରେ ପ୍ରବେଶ କଲେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ସୈନ୍ୟମାନେ ନଗରରେ ପ୍ରବେଶ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ସୈନ୍ୟମାନେ ନଗରରେ ପ୍ରବେଶ କଲେ।

Gade chapit la Kopi




2 ଶାମୁୟେଲ 19:3
5 Referans Kwoze  

ବର୍ସିଲ୍ଲୟ ଜଣେ ଅତି ବୃଦ୍ଧ ଲୋକ ଥିଲା। ତାଙ୍କୁ ଅଶୀ ବର୍ଷ ବୟସ ହୋଇଥିଲା। ସେ ଅତି ବଡ଼ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାହାଙ୍କୁ ଖାଦ୍ୟ ସାମଗ୍ରୀ ସମସ୍ତ ଯୋଗାଉ ଥିଲା।


ଏହା ପରେ ଦାଉଦ ମହନୟିମକୁ ଆସିଲେ। ଅବଶାଲୋମ ଓ ତା'ର ସମର୍ଥନକାରୀ ଇସ୍ରାଏଲୀୟମାନେ ଯର୍ଦ୍ଦନ ନଦୀ ପାର ହେଲେ।


ମୋତେ ନ ଜଣାଇ ତୁମ୍ଭେ ପଳାଇ ଆସିଲ କାହିଁକି? ମୋତେ ତୁମ୍ଭେ ଜଣାଇ ଆସିଥିଲେ ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ ପୁଣି ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥା’ନ୍ତି।


ଦାଉଦଙ୍କର ସୈନ୍ୟଦଳ ସେଦିନ ଯୁଦ୍ଧରେ ଜୟଲାଭ କଲେ। କିନ୍ତୁ ଜୟଲାଭ କରିବାର ଆନନ୍ଦ ସମସ୍ତ ଲୋକମାନଙ୍କ ପାଇଁ ଦୁଃଖରେ ପରିଣତ ହେଲା। ଏହା ଥିଲା ଏକ ଦୁଃଖର ଦିନ, କାରଣ ଲୋକମାନେ ଶୁଣିବାକୁ ପାଇଲେ ଯେ, “ରାଜା ତାଙ୍କର ନିଜ ପୁତ୍ର ପାଇଁ ଅତ୍ୟନ୍ତ ଦୁଃଖିତ।”


ରାଜା ତାଙ୍କର ମୁହଁକୁ ଢାଙ୍କି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲେ, “ହେ ମୋର ପୁତ୍ର ଅବଶାଲୋମ, ହେ ମୋର ପୁତ୍ର ଅବଶାଲୋମ।”


Swiv nou:

Piblisite


Piblisite