2 ଶାମୁୟେଲ 19:30 - ପବିତ୍ର ବାଇବଲ30 ମଫୀବୋଶତ୍ ରାଜାଙ୍କୁ କହିଲେ, “ହେଉ, ମୋର ପ୍ରଭୁ ମହାରାଜା, ଆପଣ ନିରାପଦରେ ଗୃହକୁ ଫେରି ଆସିଛନ୍ତି, ତାହା ହିଁ ଯଥେଷ୍ଟ। ତେଣୁ ସୀବଃ ସବୁକିଛି ନେଇଯାଉ।” Gade chapit laପବିତ୍ର ବାଇବଲ (Re-edited) - (BSI)30 ତହୁଁ ମଫୀବୋଶତ୍ ରାଜାଙ୍କୁ କହିଲା, ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ। Gade chapit laଓଡିଆ ବାଇବେଲ30 ତହୁଁ ମଫୀବୋଶତ୍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହୁଁ ମଫୀବୋଶତ୍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।” Gade chapit la |