Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:34 - ପବିତ୍ର ବାଇବଲ

34 କିନ୍ତୁ ବର୍ସିଲ୍ଲୟ ରାଜାଙ୍କୁ କହିଲେ, “ଆପଣ ଜାଣନ୍ତି ମୋର କେତେ ବୟସ? ଆପଣ କ’ଣ ଭାବୁଛନ୍ତି ମୁଁ ଆପଣଙ୍କ ସହିତ ଯିରୁଶାଲମକୁ ଯାଇପାରିବି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଏଥିରେ ବର୍ସିଲ୍ଲୟ ରାଜାଙ୍କୁ କହିଲା, ମୋହର ପରମାୟୁ ବର୍ଷର ଆଉ କେତେ ଦିନ ଅଛି ଯେ, ମୁଁ ମହାରାଜଙ୍କ ସଙ୍ଗେ ଯିରୂଶାଲମକୁ ଯିବି?

Gade chapit la Kopi

ଓଡିଆ ବାଇବେଲ

34 ଏଥିରେ ବର୍ସିଲ୍ଲୟ ରାଜାଙ୍କୁ କହିଲା, “ମୋହର ପରମାୟୁ ବର୍ଷର ଆଉ କେତେ ଦିନ ଅଛି ଯେ, ମୁଁ ମହାରାଜଙ୍କ ସଙ୍ଗେ ଯିରୂଶାଲମକୁ ଯିବି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଏଥିରେ ବର୍ସିଲ୍ଲୟ ରାଜାଙ୍କୁ କହିଲା, “ମୋହର ପରମାୟୁ ବର୍ଷର ଆଉ କେତେ ଦିନ ଅଛି ଯେ, ମୁଁ ମହାରାଜଙ୍କ ସଙ୍ଗେ ଯିରୂଶାଲମକୁ ଯିବି?

Gade chapit la Kopi




2 ଶାମୁୟେଲ 19:34
6 Referans Kwoze  

ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କ’ଣ ଘଟିବ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ୟ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖି ପାରିବ, ତା'ପରେ ସେ ଗ୍ଭଲିଯାଏ।


ଭାଇ ଓ ଭଉଣୀମାନେ! ମୋର କହିବା କଥା ଯେ, ସମୟ ବହୁତ କମ୍ ଅଛି। ଅତଏବ, ଏହା ପରେ, ଯେଉଁମାନଙ୍କର ପତ୍ନୀ ଅଛନ୍ତି ସେମାନେ ପ୍ରଭୁଙ୍କ ପାଇଁ ସମୟ ଦିଅନ୍ତୁ, ଯେପରି ସେମାନଙ୍କ ପତ୍ନୀ ନାହିଁ।


ମନୁଷ୍ୟ ମଲେ କ’ଣ ପୁଣି ଆଉ ବଞ୍ଚିବ? ମୁଁ ନିଶ୍ଚୟ ଅପେକ୍ଷା କରିବି ଯେତେଦିନ ପର୍ଯ୍ୟନ୍ତ ମୁଁ ମୁକ୍ତ ନ ହୋଇଛି।


ଦାଉଦ ବର୍ସିଲ୍ଲୟକୁ କହିଲେ, “ତୁମ୍ଭେ ମୋ’ ସହିତ ନଦୀ ପାର ହୋଇ ଆସ। ମୁଁ ତୁମ୍ଭକୁ ଯିରୁଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।”


Swiv nou:

Piblisite


Piblisite