Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:4 - ପବିତ୍ର ବାଇବଲ

4 ରାଜା ତାଙ୍କର ମୁହଁକୁ ଢାଙ୍କି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲେ, “ହେ ମୋର ପୁତ୍ର ଅବଶାଲୋମ, ହେ ମୋର ପୁତ୍ର ଅବଶାଲୋମ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚୈଃସ୍ଵରରେ କାନ୍ଦି କହିଲେ, ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।

Gade chapit la Kopi

ଓଡିଆ ବାଇବେଲ

4 ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚୈଃସ୍ୱରରେ କାନ୍ଦି କହିଲେ, “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚସ୍ୱରରେ କାନ୍ଦି କହିଲେ, “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।”

Gade chapit la Kopi




2 ଶାମୁୟେଲ 19:4
5 Referans Kwoze  

ଏହା ପରେ ରାଜା ଜାଣିଗଲେ ଯେ ଅବଶାଲୋମ ମୃତ। ରାଜା ଦୁଃଖରେ ଭାଙ୍ଗି ପଡ଼ିଲେ, ସେ ନଗର ଦ୍ୱାର ଉପରିସ୍ଥ କୋଠରୀକୁ ଯାଇ କ୍ରନ୍ଦନ କଲେ। ସେ କୋଠରୀରେ ଏପଟରୁ ସେପଟ କ୍ରନ୍ଦନ କରି କରି ବୁଲୁଥା’ନ୍ତି। ସେ କହୁଥିଲେ, “ହେ ମୋର ପୁତ୍ର ଅବଶାଲୋମ, ମୋର ପୁତ୍ର ଅବଶାଲୋମ, ମୁଁ ଆଶା କରୁଥିଲି ମୁଁ ତୁମ୍ଭ ବଦଳରେ ମରିଥା’ନ୍ତି କି! ହାୟ ମୋର ପୁତ୍ର ଅବଶାଲୋମ ମୋର ପୁତ୍ର, ଅବଶାଲୋମ।”


ଦାଉଦ ଜୈତୁନ ପର୍ବତ ଉପରକୁ ଚଢ଼ିଲେ ଓ ସେ କାନ୍ଦୁଥିଲେ, ସେ ତାଙ୍କର ମୁଣ୍ଡକୁ ଘୋଡ଼ାଇ ଦେଇ ଖାଲି ପାଦରେ ଗ୍ଭଲୁଥିଲେ। ଦାଉଦଙ୍କ ସାଙ୍ଗରେ ଥିବା ସମସ୍ତ ଲୋକ ଠିକ୍ ସେହିପରି ସେମାନଙ୍କର ମୁଣ୍ଡକୁ ଘୋଡ଼ାଇ ଖାଲି ପାଦରେ ପର୍ବତ ଉପରକୁ ଚଢ଼ିଲେ ଓ ସେମାନେ ମଧ୍ୟ କାନ୍ଦୁଥିଲେ।


ସୈନ୍ୟମାନେ ନଗରକୁ ପ୍ରବେଶ କରୁଥିଲେ, ଯେପରି ସେମାନଙ୍କର ପରାସ୍ତ ସୈନିକମାନେ ଲଜ୍ଜା ବସତଃ ନଗରରେ ପ୍ରବେଶ କରନ୍ତି।


ଯୋୟାବ ରାଜ ଗୃହରେ ପ୍ରବେଶ କରି ରାଜାଙ୍କୁ କହିଲେ, “ଆପଣ ଆଜି ଆପଣଙ୍କର ପଦସ୍ଥ କର୍ମଗ୍ଭରୀମାନଙ୍କୁ ଲଜ୍ଜିତ କରିଛନ୍ତି। ଆପଣ ସେଇ ପଦସ୍ଥ କର୍ମଗ୍ଭରୀମାନଙ୍କୁ ଅପମାନିତ କରିଛନ୍ତି, ଯେଉଁମାନେ ଆଜି ଆପଣଙ୍କର ପୁତ୍ର, କନ୍ୟା, ସ୍ତ୍ରୀ ଓ ଆପଣଙ୍କର ଉପପତ୍ନୀମାନଙ୍କର ଜୀବନ ରକ୍ଷା କରିଛନ୍ତି।


ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ଅନ୍ତଃକରଣ ଅବଶାଲୋମ ଆଡ଼େ ଅଛି।


Swiv nou:

Piblisite


Piblisite