Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:42 - ପବିତ୍ର ବାଇବଲ

42 ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର ଦେଲେ, “ରାଜା ଆମ୍ଭମାନଙ୍କ ବଂଶର ଅନ୍ତର୍ଭୁକ୍ତ ଅଟନ୍ତି। ତେବେ ତୁମ୍ଭେମାନେ କାହିଁକି କ୍ରୋଧ କରୁଅଛ? ଆମ୍ଭେମାନେ ରାଜାଙ୍କର ଖର୍ଚ୍ଚରେ କିଛି ଖାଇ ନାହୁଁ କିମ୍ବା ରାଜା ଆମ୍ଭକୁ ଭେଟି ଦେଇ ନାହାନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ-ଲୋକମାନଙ୍କୁ ଉତ୍ତର କଲେ, ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ଵ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟୀ ଦେଇଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

42 ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ-ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ ? ଆମ୍ଭେମାନେ କ’ଣ ରାଜାଙ୍କର କିଛି ଖାଇଅଛୁ ? ଅବା ସେ କ’ଣ ଆମ୍ଭମାନଙ୍କୁ କିଛି ଭେଟୀ ଦେଇଅଛନ୍ତି ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟି ଦେଇଅଛନ୍ତି?”

Gade chapit la Kopi




2 ଶାମୁୟେଲ 19:42
6 Referans Kwoze  

ତୁମ୍ଭେମାନେ ମୋର ଭାଇ, ତୁମ୍ଭେ ହେଉଛ ମୋର ପରିବାରବର୍ଗ, ତେବେ ତୁମ୍ଭେମାନେ ରାଜାଙ୍କୁ ଫେରାଇ ଆଣିବାରେ କାହିଁକି ଅନ୍ତିମ ଗୋଷ୍ଠୀ ହେଉଛ?’


ତା'ପରେ ଇସ୍ରାଏଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକୁ ଆସିଲେ। ସେମାନେ କହିଲେ, “ଆମ୍ଭେମାନେ ତୁମ୍ଭର ନିଜ ପରିବାର।


ଇସ୍ରାଏଲ ଲୋକମାନେ ଉତ୍ତର ଦେଇ କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର ଦଶମାଂଶ ଅଧିକାର ଅଛି ମଧ୍ୟ ଦାଉଦଙ୍କଠାରେ ତୁମ୍ଭମାନଙ୍କ ଅପେକ୍ଷା ଆମ୍ଭମାନଙ୍କ ଅଧିକାର ଅଧିକ। ତେବେ ରାଜାଙ୍କୁ ଫେରାଇ ଆଣିବା ପାଇଁ ଆମ୍ଭମାନଙ୍କ ପରାମର୍ଶ କାହିଁକି ନେଇ ନାହିଁ ଓ କାହିଁକି ଆମ୍ଭମାନଙ୍କୁ ହେୟଜ୍ଞାନ କଲ?” କିନ୍ତୁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଟାଣ ବାକ୍ୟ କହିଲେ। ଇସ୍ରାଏଲର ଲୋକମାନଙ୍କ ବାକ୍ୟଠାରୁ ଏମାନଙ୍କ ବାକ୍ୟ ଅଧିକ ଟାଣ ଥିଲା।


ଇଫ୍ରୟିମ ଲୋକମାନେ ଗିଦିୟୋନଙ୍କ ସହିତ କ୍ରୋଧ ହେଲେ। ସେମାନେ ଗିଦିୟୋନଙ୍କୁ ଦେଖିବା ମାତ୍ରେ ପଗ୍ଭରିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ କାହିଁକି ଏପରି ବ୍ୟବହାର କଲ? ତୁମ୍ଭେ ମିଦିୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା ପୂର୍ବରୁ ଆମକୁ କହିଲ ନାହିଁ କାହିଁକି?”


ଯିହୁଦାର ଲୋକମାନେ ହିବ୍ରୋଣକୁ ଆସି ଦାଉଦଙ୍କୁ ଯିହୁଦାର ରାଜା ଭାବରେ ଅଭିଷିକ୍ତ କଲେ। ତା'ପରେ ସେମାନେ ଦାଉଦଙ୍କୁ କହିଲେ, “ଯାବେଶ୍ ଗିଲିୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ।”


Swiv nou:

Piblisite


Piblisite