Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:10 - ପବିତ୍ର ବାଇବଲ

10 ଈ‌ଶ୍‌ବୋଶତ୍ ଥିଲେ ଶାଉଲଙ୍କର ପୁତ୍ର। ସେ ଯେତେବେଳେ ଇସ୍ରାଏଲର ରାଜା ହେଲେ ତାଙ୍କୁ ସେତେବେଳେ 40 ବର୍ଷ ବୟସ ହୋଇଥିଲା। ସେ ମାତ୍ର ଦୁଇ ବର୍ଷ ପାଇଁ ରାଜତ୍ୱ କରିଥିଲେ। କିନ୍ତୁ ଯିହୁଦାର ଲୋକମାନେ ଦାଉଦଙ୍କୁ ରାଜା ଭାବରେ ମାନୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଶାଉଲଙ୍କର ପୁତ୍ର ଈଶ୍ବୋଶତ ଚାଳିଶ ବର୍ଷ ବୟସରେ ଇସ୍ରାଏଲ ବଂଶ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜତ୍ଵ କଲା। ମାତ୍ର ଯିହୁଦା ବଂଶ ଦାଉଦଙ୍କର ପଶ୍ଚାଦ୍ଗାମୀ ହେଲେ।

Gade chapit la Kopi

ଓଡିଆ ବାଇବେଲ

10 ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଚାଳିଶ ବର୍ଷ ବୟସରେ ଇସ୍ରାଏଲ ବଂଶ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜତ୍ୱ କଲା। ମାତ୍ର ଯିହୁଦା ବଂଶ ଦାଉଦଙ୍କର ପଶ୍ଚାଦ୍‍ଗାମୀ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଚାଳିଶ ବର୍ଷ ବୟସରେ ଇସ୍ରାଏଲ ବଂଶ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜତ୍ୱ କଲା। ମାତ୍ର ଯିହୁଦା ବଂଶ ଦାଉଦଙ୍କର ପଶ୍ଚାଦ୍‍ଗାମୀ ହେଲେ।

Gade chapit la Kopi




2 ଶାମୁୟେଲ 2:10
4 Referans Kwoze  

ନରର ପୁତ୍ର ଅ‌‌ବ୍‌‌ନର ଶାଉଲଙ୍କ ସୈନ୍ୟଦଳର ସେନାପତି ଥିଲେ। ଅ‌‌ବ୍‌‌ନର ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶ‌ତ୍‌କୁ ମହନୟିମକୁ ନେଇଗଲେ।


ଏବଂ ତାଙ୍କୁ ଗିଲିୟଦ, ଅଶୂରି, ଯିଷ୍ରିୟେଲ ଓ ଇଫ୍ରୟିମ, ବିନ୍ୟାମୀନ ଓ ସମସ୍ତ ଇସ୍ରାଏଲର ରାଜା ଭାବରେ ଅଭିଷିକ୍ତ କରାଇଲେ।


ଦାଉଦ ଥିଲେ ହିବ୍ରୋଣର ରାଜା। ସେ ଯିହୁଦାର ପରିବାରବର୍ଗ ଉପରେ ସାଢ଼େ ସାତ ବର୍ଷ ଶାସନ କଲେ।


ଦାଉଦ ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶ‌ତ୍‌ଙ୍କ ନିକଟକୁ ଏକ ଦୂତ ପଠାଇ କହିଲେ, “ମୋର ସ୍ତ୍ରୀ ମୀଖଲକୁ ମୋତେ ଫେରାଇ ଦିଅ। ଯେହେତୁ ମୁଁ ତାକୁ ପାଇବା ପାଇଁ 100 ଜଣ ପଲେଷ୍ଟୀୟଙ୍କୁ ହତ୍ୟା କରିଛି”।


Swiv nou:

Piblisite


Piblisite