2 ଶାମୁୟେଲ 2:11 - ପବିତ୍ର ବାଇବଲ11 ଦାଉଦ ଥିଲେ ହିବ୍ରୋଣର ରାଜା। ସେ ଯିହୁଦାର ପରିବାରବର୍ଗ ଉପରେ ସାଢ଼େ ସାତ ବର୍ଷ ଶାସନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା। Gade chapit laଓଡିଆ ବାଇବେଲ11 ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା। Gade chapit la |