Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:12 - ପବିତ୍ର ବାଇବଲ

12 ନରର ପୁତ୍ର ଅ‌‌ବ୍‌‌ନର ଓ ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶ‌ତ୍‌ର କର୍ମଗ୍ଭରୀମାନେ ମହନୟିମରୁ ଗିବିୟୋନକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ନରର ପୁତ୍ର ଅବ୍ନର ଓ ଶାଲଲଙ୍କର ପୁତ୍ର ଈଶ୍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

12 ନେର୍‍ର ପୁତ୍ର ଅବ୍‍ନର ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନ୍‍କୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ନେର୍‍ର ପୁତ୍ର ଅବ୍‍ନର ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନ୍‍କୁ ଗଲେ।

Gade chapit la Kopi




2 ଶାମୁୟେଲ 2:12
9 Referans Kwoze  

ବିନ୍ୟାମୀନ ବଂଶ ମଧ୍ୟ ଗିବିୟୋନର ରାମତ୍, ବେରୋତ୍,


“ମୋ’ ନିକଟକୁ ଆସ ଏବଂ ଗିବିୟୋନକୁ ଆକ୍ରମଣ କରିବା ପାଇଁ ସାହାଯ୍ୟ କର। ଗିବିୟୋନୀୟମାନେ ଯିହୋଶୂୟ ଓ ଇସ୍ରାଏଲୀୟ ବାସୀମାନଙ୍କ ସହିତ ଶାନ୍ତିଚୁକ୍ତି କରିଛନ୍ତି।”


ତେଣୁ ଆଦୋନିଷେଦକ୍ ଏବଂ ତାଙ୍କର ଲୋକମାନେ ଖୁବ୍ ଭୟଭୀତ ହେଲେ। ଗିବିୟୋନ ଅୟ ପରି ଛୋଟ ସହର ନ ଥିଲା। ଏହା ଏକ ବଡ଼ ସହର ଥିଲା। ଏହା ଏକ ରାଜଧାନୀ ତୁଲ୍ୟ ବୃହତ୍ ନଗର ଥିଲା ଏବଂ ସେହି ସହରର ଲୋକମାନେ ଯୋଦ୍ଧା ଥିଲେ। ତେଣୁ ରାଜା ବହୁତ ଭୟ କରି ଯାଇଥିଲେ।


ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯାହା କରିଥିଲେ ଓ କିପରି ପରାସ୍ତ କରିଥିଲେ, ସେ ବିଷୟରେ ଗିବିୟୋନର ଲୋକମାନେ ଶୁଣିଲେ।


ଅବଶାଲୋମ ଓ ସମସ୍ତ ଇସ୍ରାଏଲୀୟ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ ଥିଲା।” ସେମାନେ ଏହା କହିଲେ କାରଣ ଅଦରକାରୀ ଏହି ପ୍ରକାରେ ଅବଶାଲୋମକୁ ଦଣ୍ତ ଦେବା ପାଇଁ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସଦାପ୍ରଭୁ ସ୍ଥିର କରିଥିଲେ।


ସେହି ଦିନ ସଦାପ୍ରଭୁ ଇମୋରୀୟମାନଙ୍କୁ ଇସ୍ରାଏଲୀୟଗଣଙ୍କୁ ହସ୍ତାନ୍ତର କଲେ। ଯିହୋଶୂୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ତା'ପରେ ସେ ଇସ୍ରାଏଲୀୟମାନଙ୍କ ଉପସ୍ଥିତିରେ ଆଜ୍ଞା ଦେଲେ। “ହେ ସୂର୍ଯ୍ୟ ତୁମ୍ଭେ ଗିବିୟୋନ ଉପରେ ସ୍ତବ୍ଧ ହୁଅ। ହେ ଚନ୍ଦ୍ର ତୁମ୍ଭେ ଅୟାଲୋନ୍ ଭୂମିରେ ସ୍ତବ୍ଧ ହୁଅ।”


ଯେତେବେଳେ ଯାକୁବ ସେମାନଙ୍କୁ ଦେଖିଲେ, ସେ କହିଲେ, “ଏହା ହେଉଛି ପରମେଶ୍ୱରଙ୍କର ଛାଉଣି” ତେଣୁ ଯାକୁବ ସେହି ସ୍ଥାନର ନାମ ମହନୟିମ୍ ରଖିଲେ।


ଯଦି ସେ ଲୋକଟି ମୋତେ ମାରିଦିଏ, ତେବେ ଆମ୍ଭେ ପଲେଷ୍ଟୀୟମାନେ ତୁମ୍ଭର ଦାସ ହେବୁ। ଯଦି ମୁଁ ତାକୁ ବଧ କରେ ତେବେ ତୁମ୍ଭେମାନେ ଆମ୍ଭର ଦାସ ହେବ ଓ ଆମ୍ଭମାନଙ୍କର ଦାସ କାର୍ଯ୍ୟ କରିବ।”


ନରର ପୁତ୍ର ଅ‌‌ବ୍‌‌ନର ଶାଉଲଙ୍କ ସୈନ୍ୟଦଳର ସେନାପତି ଥିଲେ। ଅ‌‌ବ୍‌‌ନର ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶ‌ତ୍‌କୁ ମହନୟିମକୁ ନେଇଗଲେ।


Swiv nou:

Piblisite


Piblisite