Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:15 - ପବିତ୍ର ବାଇବଲ

15 ତେଣୁ ଯୁବକ ସୈନ୍ୟମାନେ ଉଠିଲେ, ଦୁଇ ଦଳ ସେମାନଙ୍କର ସୈନ୍ୟମାନେ ପ୍ରତିଯୋଗିତା ପାଇଁ ଗଣତି ହେଲେ। ସେମାନେ ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶତ୍ ପାଇଁ ପ୍ରତିଯୋଗିତା କରିବା ପାଇଁ ବିନ୍ୟାମୀନ ବଂଶରୁ ବାର ଜଣଙ୍କୁ ବାଛିଲେ। ଏବଂ ସେମାନେ ଦାଉଦଙ୍କର କର୍ମଗ୍ଭରୀ ମଧ୍ୟରୁ ବାର ଜଣଙ୍କୁ ବାଛିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ ଓ ଶାଉଲଙ୍କର ପୁତ୍ର ଈଶ୍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।

Gade chapit la Kopi

ଓଡିଆ ବାଇବେଲ

15 ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ୍ ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ୍ ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।

Gade chapit la Kopi




2 ଶାମୁୟେଲ 2:15
3 Referans Kwoze  

ନରର ପୁତ୍ର ଅ‌‌ବ୍‌‌ନର ଶାଉଲଙ୍କ ସୈନ୍ୟଦଳର ସେନାପତି ଥିଲେ। ଅ‌‌ବ୍‌‌ନର ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶ‌ତ୍‌କୁ ମହନୟିମକୁ ନେଇଗଲେ।


ଅ‌‌ବ୍‌‌ନର ଯୋୟାବକୁ କହିଲେ, “ଯୁବକ ସୈନ୍ୟମାନେ ଆମ୍ଭମାନଙ୍କ ସମ୍ମୁଖରେ ପ୍ରତିଯୋଗିତା କରନ୍ତୁ।” ଯୋୟାବ ଉତ୍ତର ଦେଲେ, “ହଁ ପ୍ରତିଯୋଗିତା ହେଉ।”


ପ୍ରତ୍ୟେକ ସୈନ୍ୟ ଏକ ଆରେକର ମସ୍ତକ ଧରିଲେ ଏବଂ ଏକ ଆରେକକୁ ‌‌ଖ‌ଡ଼୍‌ଗରେ ଭୂଷିଲେ। ତେଣୁ ସେମାନେ ଏକତ୍ର ପଡ଼ିଗଲେ। ତେଣୁ ସେହି ସ୍ଥାନର ନାମ “ତୀ‌କ୍ଷ୍‌ଣ ‌‌ଖ‌ଡ଼୍‌ଗ କ୍ଷେତ୍ର” ବୋଲି ଡକାଯାଏ। ସେହି ସ୍ଥାନଟି ଗିବିୟୋନରେ ଥିଲା।


Swiv nou:

Piblisite


Piblisite