2 ଶାମୁୟେଲ 2:18 - ପବିତ୍ର ବାଇବଲ18 ସରୁୟାର ତିନି ପୁତ୍ର ଥିଲେ। ସେମାନେ ହେଲେ, ଯୋୟାବ, ଅବୀଶୟ ଏବଂ ଅସାହେଲ୍। ଅସାହେଲ୍ ଥିଲେ ଜଣେ କ୍ଷିପ୍ର ଧାବକ। ସେ କୃଷ୍ଣସାର ମୃଗପରି କ୍ଷିପ୍ର ଗତିରେ ଦୌଡ଼ି ପାରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେ ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ କୃଷ୍ଣସାର ପରି ଦ୍ରୂତପଦ ଥିଲା। Gade chapit laଓଡିଆ ବାଇବେଲ18 ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା। Gade chapit la |