Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:20 - ପବିତ୍ର ବାଇବଲ

20 ଅ‌‌ବ୍‌‌ନର ପଛକୁ ଅନାଇ କହିଲା, “ଅସାହେଲ୍ ଏ କି ତୁମ୍ଭେ?” ସେ ଉତ୍ତର କଲା, “ହଁ, ମୁଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତେବେ ଅବ୍ନର ଆପଣା ପଛକୁ ଅନାଇ କହିଲା, ଅସାହେଲ, ଏ କି ତୁମ୍ଭେ? ସେ ଉତ୍ତର କଲା, ମୁଁ।

Gade chapit la Kopi

ଓଡିଆ ବାଇବେଲ

20 ତେବେ ଅବ୍‍ନର ଆପଣା ପଛକୁ ଅନାଇ କହିଲା, “ଅସାହେଲ, ଏ କି ତୁମ୍ଭେ ?” ସେ ଉତ୍ତର କଲା, “ମୁଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତେବେ ଅବ୍‍ନର ଆପଣା ପଛକୁ ଅନାଇ କହିଲା, “ଅସାହେଲ, ଏ କି ତୁମ୍ଭେ?” ସେ ଉତ୍ତର କଲା, “ମୁଁ।”

Gade chapit la Kopi




2 ଶାମୁୟେଲ 2:20
2 Referans Kwoze  

ଅସାହେଲ୍ ଅ‌‌ବ୍‌‌ନର ପଛେ ପଛେ ଦୌଡ଼ିଗଲା। ଏବଂ ତାଙ୍କ ପଛେ ପଛେ ଯିବା ଆରମ୍ଭ କଲା।


ଅସାହେ‌ଲ୍‌କୁ ହତ୍ୟା କରିବା ପାଇଁ ଅ‌‌ବ୍‌‌ନର ଗ୍ଭହୁଁ ନ ଥିଲେ। ତେଣୁ ଅ‌‌ବ୍‌‌ନର ଅସାହେ‌ଲ୍‌କୁ କହିଲେ, “ମୋ’ ପଛରେ ଦୌଡ଼ିବା ବନ୍ଦ କର। ତୁମ୍ଭେ ଅନ୍ୟ ଜଣକ ପଛରେ ଦୌଡ଼, ତା'ଠାରୁ ତୁମ୍ଭେ ସହଜରେ ସାଂଜୁ ଛଡ଼ାଇ ତୁମ୍ଭ ପାଇଁ ଆଣି ପାରିବ।” କିନ୍ତୁ ଅସାହେଲ୍ ମନା କଲେ ଓ ଅ‌‌ବ୍‌‌ନର ପଛରେ ଗୋଡ଼ାଇଲେ।


Swiv nou:

Piblisite


Piblisite