Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:21 - ପବିତ୍ର ବାଇବଲ

21 ଅସାହେ‌ଲ୍‌କୁ ହତ୍ୟା କରିବା ପାଇଁ ଅ‌‌ବ୍‌‌ନର ଗ୍ଭହୁଁ ନ ଥିଲେ। ତେଣୁ ଅ‌‌ବ୍‌‌ନର ଅସାହେ‌ଲ୍‌କୁ କହିଲେ, “ମୋ’ ପଛରେ ଦୌଡ଼ିବା ବନ୍ଦ କର। ତୁମ୍ଭେ ଅନ୍ୟ ଜଣକ ପଛରେ ଦୌଡ଼, ତା'ଠାରୁ ତୁମ୍ଭେ ସହଜରେ ସାଂଜୁ ଛଡ଼ାଇ ତୁମ୍ଭ ପାଇଁ ଆଣି ପାରିବ।” କିନ୍ତୁ ଅସାହେଲ୍ ମନା କଲେ ଓ ଅ‌‌ବ୍‌‌ନର ପଛରେ ଗୋଡ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଥିରେ ଅବ୍ନର ତାହାକୁ କହିଲା, ତୁମ୍ଭେ ଆପଣା ଦକ୍ଷିଣ କି ବାମ ଆଡ଼େ ଫେରି ଏହି ଯୁବାମାନଙ୍କର କୌଣସି ଜଣକୁ ଧରି ତାହାର ସଜ୍ଜା ଲୁଟି ନିଅ। ମାତ୍ର ଅସାହେଲ ତାହାର ପଶ୍ଚାତ୍ଗମନରୁ ଫେରିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ଏଥିରେ ଅବ୍‍ନର ତାହାକୁ କହିଲା, “ତୁମ୍ଭେ ଆପଣା ଡାହାଣ କି ବାମ ଆଡ଼େ ଫେରି ଏହି ଯୁବାମାନଙ୍କର କୌଣସି ଜଣକୁ ଧରି ତାହାର ସଜ୍ଜା ଲୁଟି ନିଅ।” ମାତ୍ର ଅସାହେଲ ତାହାର ପଶ୍ଚାତ୍‍ଗମନରୁ ଫେରିଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିରେ ଅବ୍‍ନର ତାହାକୁ କହିଲା, “ତୁମ୍ଭେ ଆପଣା ଡାହାଣ କି ବାମ ଆଡ଼େ ଫେରି ଏହି ଯୁବାମାନଙ୍କର କୌଣସି ଜଣକୁ ଧରି ତାହାର ସଜ୍ଜା ଲୁଟି ନିଅ।” ମାତ୍ର ଅସାହେଲ ତାହାର ପଶ୍ଚାତ୍‍ଗମନରୁ ଫେରିଲା ନାହିଁ।

Gade chapit la Kopi




2 ଶାମୁୟେଲ 2:21
3 Referans Kwoze  

ଶା‌ମ୍‌ଶୋନ୍ ଏଥିରେ ବହୁତ ରାଗିଗଲେ। ତାଙ୍କ ଉପରକୁ ସଦାପ୍ରଭୁଙ୍କ ଆତ୍ମା ବହୁତ ଶକ୍ତିଶାଳୀ ଭାବରେ ଆସିଲେ। ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ୍ ଜଣଙ୍କୁ ହତ୍ୟା କଲେ। ସେ ସେମାନଙ୍କର ବସ୍ତ୍ର ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଗୋଟିଏ ଗୋଟିଏ ଯୋଡ଼ା ବସ୍ତ୍ର ଦେଲେ। କିନ୍ତୁ ତା'ର କ୍ରୋଧ ପ୍ରଜ୍ୱଳିତ ହେବାରୁ, ସେ ଆପଣାର ପିତୃଗୃହକୁ ଗ୍ଭଲିଗଲେ।


ଅ‌‌ବ୍‌‌ନର ପଛକୁ ଅନାଇ କହିଲା, “ଅସାହେଲ୍ ଏ କି ତୁମ୍ଭେ?” ସେ ଉତ୍ତର କଲା, “ହଁ, ମୁଁ।”


ଅ‌‌ବ୍‌‌ନର ଆଉଥରେ ଅସାହେ‌ଲ୍‌କୁ କହିଲେ, “ମୋ’ ପଛେ ଗୋଡ଼ାଇବା ବନ୍ଦ କର ନଚେତ୍ ମୁଁ ତୁମ୍ଭକୁ ହତ୍ୟା କରିବି। ମୁଁ ତୁମ୍ଭକୁ ହତ୍ୟା କଲେ ତୁମ୍ଭର ଭାଇ ଯୋୟାବକୁ କିପରି ମୁହଁ ଦେଖାଇବି?”


Swiv nou:

Piblisite


Piblisite