Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:24 - ପବିତ୍ର ବାଇବଲ

24 କିନ୍ତୁ ଯୋୟାବ ଓ ଅବୀଶୟ ଅ‌‌ବ୍‌‌ନର ପଛରେ ଗୋଡ଼ାଇଲେ, ସେମାନେ ଯେତେବେଳେ ଅମା ପର୍ବତ ନିକଟରେ ପହଞ୍ଚିଲେ, ସେତେବେଳକୁ ସୂର୍ଯ୍ୟାସ୍ତ ହୋଇଯାଇ ଥିଲା। ଗିବିୟୋନ ମରୁଭୂମିର ପଥ ନିକଟବର୍ତ୍ତି ଗୀଆ ପୂର୍ବରୁ ଅମା ପର୍ବତ ଉପସ୍ଥିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ଯୋୟାବ ଓ ଅବୀଶୟ ଅବ୍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।

Gade chapit la Kopi

ଓଡିଆ ବାଇବେଲ

24 ମାତ୍ର ଯୋୟାବ ଓ ଅବୀଶୟ ଅବ୍‍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ୍‍ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର ଯୋୟାବ ଓ ଅବୀଶୟ ଅବ୍‍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ୍‍ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।

Gade chapit la Kopi




2 ଶାମୁୟେଲ 2:24
3 Referans Kwoze  

କିନ୍ତୁ ଅସାହେଲ୍ ଅ‌‌ବ୍‌‌ନର ପଛରେ ଦୌଡ଼ିବାରୁ ବିରତ ହେଲା ନାହିଁ। ତେଣୁ ଅ‌‌ବ୍‌‌ନର ବର୍ଚ୍ଛାର ମୁନରେ ତା'ର ପେଟକୁ ଭୂଷି ଦେବାରୁ ତାହା ପିଠି ଦେଇ ବାହାରି ଗଲା। ତେଣୁ ସେ ସେହିଠାରେ ମରିଗଲା। ଅସାହେ‌ଲ୍‌ର ମୃତ ଶରୀର ଭୂମି ଉପରେ ସେହିଠାରେ ପଡ଼ି ରହିଥିଲା। ଯେତେ ଲୋକ ସେ ବାଟ ଦେଇ ଦୌଡ଼ୁ ଥିଲେ, ସମସ୍ତେ ସେହିଠାରେ ଅଟକି ଗଲେ।


ବିନ୍ୟାମୀନର ପରିବାରବର୍ଗ ଅ‌‌ବ୍‌‌ନର ଚତୁର୍ପାର୍ଶ୍ୱରେ ପର୍ବତର ଶିର୍ଷରେ ଘେରି ରହିଥିଲେ।


ଏହା ପରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ଓ ସେମାନଙ୍କଠାରୁ ତାଙ୍କ ରାଜଧାନୀର କର୍ତ୍ତୃତ୍ୱ ନେଲେ।


Swiv nou:

Piblisite


Piblisite