Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:28 - ପବିତ୍ର ବାଇବଲ

28 ତେଣୁ ଯୋୟାବ ତୂରୀ ବଜାଇଲେ ଓ ଲୋକମାନେ ଇସ୍ରାଏଲୀୟମାନଙ୍କ ପଛରେ ଦୌଡ଼ିବା ବନ୍ଦ କଲେ। ତା'ପରେ ସେମାନେ ଆଉ ଯୁଦ୍ଧ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଠିଆ ହୋଇ ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

28 ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।

Gade chapit la Kopi




2 ଶାମୁୟେଲ 2:28
5 Referans Kwoze  

ତା'ପରେ ଯୋୟାବ କହିଲା, “ତୁମ୍ଭେ ଗୋଟିଏ ଭଲ କଥା କହିଲ, ପରମେଶ୍ୱର ଜୀବିତ ଥିବା ପ୍ରମାଣେ, ଯଦି ତୁମ୍ଭେ ଏହିପରି କହି ନ ଥା’ନ୍ତ, ଲୋକମାନେ ସେମାନଙ୍କର ନିଜର ଭାଇମାନଙ୍କ ପଛରେ ପ୍ରଭାତ ପର୍ଯ୍ୟନ୍ତ ଗୋଡ଼ାଉ ଥା’ନ୍ତେ।”


ଏହିପରି ଭାବରେ, ଦୀର୍ଘଦିନ ଧରି ଦାଉଦ ଓ ଶାଉଲଙ୍କ ପରିବାର ମଧ୍ୟରେ କ୍ରମାଗତ ଯୁଦ୍ଧ ଗ୍ଭଲିଲା। ଦାଉଦ ଧୀରେ ଧୀରେ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ଶାଉଲର ପରିବାର, ଦିନକୁ ଦିନ ଦୁର୍ବଳ ହେବାକୁ ଲାଗିଲା।


ଯୋୟାବ ତୂରୀ ବଜାଇ ଇସ୍ରାଏଲୀୟମାନଙ୍କ ପଛରେ ନ ଗୋଡ଼ାଇବା ପାଇଁ ନିର୍ଦ୍ଦେଶ ଦେଲେ।


ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟ ପ୍ରହରୀ ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣି କହିଲେ, “ଏବ୍ରୀୟ ଲୋକମାନେ ବିଦ୍ରୋହ କରିଛନ୍ତି।” ଶାଉଲ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ” ଏହା ତୂରୀ ବଜାଇ ସର୍ବତ୍ର କହି ପଠାଇଲେ।


ତା'ପରେ ସେ ନଗରର ସମସ୍ତ ଲୋକମାନଙ୍କୁ ବିଜ୍ଞତାର ସହିତ କହିଲା। ଲୋକମାନେ ବିଖ୍ରିର ପୁତ୍ର ଶେବଃର ମୁଣ୍ଡ କାଟି ପ୍ରାଚୀର ଉପର ଦେଇ ଯୋୟାବ ନିକଟକୁ ଫୋପାଡ଼ି ଦେଲେ। ତେଣୁ ଯୋୟାବ ତୂରୀ ବଜାଇଲେ ଏବଂ ଲୋକମାନେ ଓ ସୈନ୍ୟମାନେ ନିଜ ନିଜ ତମ୍ବୁକୁ ପଳାୟନ କଲେ, ଯୋୟାବ ଯିରୁଶାଲମକୁ ରାଜାଙ୍କ ନିକଟକୁ ଆସିଲେ।


Swiv nou:

Piblisite


Piblisite