Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:29 - ପବିତ୍ର ବାଇବଲ

29 ଅ‌‌ବ୍‌‌ନର ଓ ତାଙ୍କର ଲୋକମାନେ ସେ ରାତ୍ରି ତମାମ ଯର୍ଦ୍ଦନ ଉପତ୍ୟକା ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ନଦୀ ପାର ହେଲେ ଓ ସେମାନେ ମହନୟିମକୁ ପହଞ୍ଚିବା ପର୍ଯ୍ୟନ୍ତ ଦିନସାରା ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଏଉତ୍ତାରେ ଅବ୍ନର ଓ ତାହାର ଲୋକମାନେ ସେହି ରାତ୍ରିଯାକ ପଦାଭୂମି ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ପାର ହୋଇ ସମୁଦାୟ ବିଥ୍ରୋଣ ଦେଇ ଯାଇ ମହନୟିମରେ ଉପସ୍ଥିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

29 ଏଉତ୍ତାରେ ଅବ୍‍ନର ଓ ତାହାର ଲୋକମାନେ ସେହି ରାତ୍ରିସାରା ପଦାଭୂମି ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ପାର ହୋଇ ସମୁଦାୟ ବିଥ୍ରୋଣ ଦେଶ ଦେଇ ଯାଇ ମହନୟିମରେ ଉପସ୍ଥିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଉତ୍ତାରେ ଅବ୍‍ନର ଓ ତାହାର ଲୋକମାନେ ସେହି ରାତ୍ରିସାରା ପଦାଭୂମି ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ପାର ହୋଇ ସମୁଦାୟ ବିଥ୍ରୋଣ ଦେଶ ଦେଇ ଯାଇ ମହନୟିମରେ ଉପସ୍ଥିତ ହେଲେ।

Gade chapit la Kopi




2 ଶାମୁୟେଲ 2:29
4 Referans Kwoze  

ନରର ପୁତ୍ର ଅ‌‌ବ୍‌‌ନର ଶାଉଲଙ୍କ ସୈନ୍ୟଦଳର ସେନାପତି ଥିଲେ। ଅ‌‌ବ୍‌‌ନର ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶ‌ତ୍‌କୁ ମହନୟିମକୁ ନେଇଗଲେ।


ହେ ମୋର ପ୍ରିୟତମ, ଯେତେବେଳେ ଦିନ ଆସେ ଓ ଛାଇ ତୁମ୍ଭଠାରୁ ଗଡ଼ିଯାଏ, ଫେରି ଆସ, ବେଥର ପର୍ବତର ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।


ଯୋୟାବ ପଶ୍ଚା‌‌ଦ୍‌ଧାବନ ବନ୍ଦ କରି ଗଣି ଦେଖିଲେ, ଅସାହେ‌ଲ୍‌କୁ ମିଶାଇ ଦାଉଦଙ୍କର ସୈନ୍ୟମାନଙ୍କ ମଧ୍ୟରୁ ଊଣାଇଶ ଜଣ ନାହାନ୍ତି।


Swiv nou:

Piblisite


Piblisite