Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:30 - ପବିତ୍ର ବାଇବଲ

30 ଯୋୟାବ ପଶ୍ଚା‌‌ଦ୍‌ଧାବନ ବନ୍ଦ କରି ଗଣି ଦେଖିଲେ, ଅସାହେ‌ଲ୍‌କୁ ମିଶାଇ ଦାଉଦଙ୍କର ସୈନ୍ୟମାନଙ୍କ ମଧ୍ୟରୁ ଊଣାଇଶ ଜଣ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଆଉ ଯୋୟାବ ଅବ୍ନରର ପଶ୍ଚାଦ୍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ଊଣାଇଶ ଜଣର ଓ ଅସାହେଲର ଅଭାବ ହେଲା।

Gade chapit la Kopi

ଓଡିଆ ବାଇବେଲ

30 ଆଉ ଯୋୟାବ ଅବ୍‍ନରର ପଶ୍ଚାଦ୍‍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ସୈନିକମାନଙ୍କ ମଧ୍ୟରୁ ଊଣାଇଶ ଜଣ ଓ ଅସାହେଲ ଅନୁପସ୍ଥିତ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ ଯୋୟାବ ଅବ୍‍ନରର ପଶ୍ଚାଦ୍‍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ସୈନିକମାନଙ୍କ ମଧ୍ୟରୁ ଊଣେଇଶ ଜଣ ଓ ଅସାହେଲ ଅନୁପସ୍ଥିତ ଥିଲେ।

Gade chapit la Kopi




2 ଶାମୁୟେଲ 2:30
2 Referans Kwoze  

ଅ‌‌ବ୍‌‌ନର ଓ ତାଙ୍କର ଲୋକମାନେ ସେ ରାତ୍ରି ତମାମ ଯର୍ଦ୍ଦନ ଉପତ୍ୟକା ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ନଦୀ ପାର ହେଲେ ଓ ସେମାନେ ମହନୟିମକୁ ପହଞ୍ଚିବା ପର୍ଯ୍ୟନ୍ତ ଦିନସାରା ଗମନ କଲେ।


କିନ୍ତୁ ଦାଉଦଙ୍କର ସୈନ୍ୟମାନେ ବିନ୍ୟାମୀନ ପରିବାରରୁ 360 ଜଣ ଅ‌‌ବ୍‌‌ନର‌ର ଲୋକମାନଙ୍କୁ ମାରି ଦେଇଥିଲେ।


Swiv nou:

Piblisite


Piblisite