Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:31 - ପବିତ୍ର ବାଇବଲ

31 କିନ୍ତୁ ଦାଉଦଙ୍କର ସୈନ୍ୟମାନେ ବିନ୍ୟାମୀନ ପରିବାରରୁ 360 ଜଣ ଅ‌‌ବ୍‌‌ନର‌ର ଲୋକମାନଙ୍କୁ ମାରି ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନର ଓ ଅବ୍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।

Gade chapit la Kopi

ଓଡିଆ ବାଇବେଲ

31 ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନ୍‍ର ଓ ଅବ୍‍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନ୍‍ର ଓ ଅବ୍‍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।

Gade chapit la Kopi




2 ଶାମୁୟେଲ 2:31
4 Referans Kwoze  

ରାଜା ଆହାବ ଉତ୍ତର ଦେଲେ, “ବି‌ନ୍‌ହଦ‌ଦଙ୍କୁ କୁହ ସାଞ୍ଜୁ ପରିଧାନ କରିଥିବା ଲୋକ ସାଞ୍ଜୁ କାଢ଼ିବା ପାଇଁ ଜୀବିତ ଥିବା ଲୋକପରି ଦର୍ପ ନ କରୁ।”


ଏହିପରି ଭାବରେ, ଦୀର୍ଘଦିନ ଧରି ଦାଉଦ ଓ ଶାଉଲଙ୍କ ପରିବାର ମଧ୍ୟରେ କ୍ରମାଗତ ଯୁଦ୍ଧ ଗ୍ଭଲିଲା। ଦାଉଦ ଧୀରେ ଧୀରେ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ଶାଉଲର ପରିବାର, ଦିନକୁ ଦିନ ଦୁର୍ବଳ ହେବାକୁ ଲାଗିଲା।


ଯୋୟାବ ପଶ୍ଚା‌‌ଦ୍‌ଧାବନ ବନ୍ଦ କରି ଗଣି ଦେଖିଲେ, ଅସାହେ‌ଲ୍‌କୁ ମିଶାଇ ଦାଉଦଙ୍କର ସୈନ୍ୟମାନଙ୍କ ମଧ୍ୟରୁ ଊଣାଇଶ ଜଣ ନାହାନ୍ତି।


ଦାଉଦର ସୈନ୍ୟମାନେ ଅସାହେ‌ଲ୍‌ର ଶରୀରକୁ ଆଣି ବୈ‌ଥ୍‌ଲେହମ ସ୍ଥିତ ତା'ର ପିତାଙ୍କର କବରରେ କବର ଦେଲେ। ପୁଣି ଯୋୟାବ ଓ ତା'ର ଲୋକମାନେ ରାତ୍ରିସାରା ପଦଗ୍ଭରଣ କରି ବୁଲିଲେ। ଏବଂ ସକାଳ ହେଲା ବେଳକୁ ସେମାନେ ହିବ୍ରୋଣ ନିକଟରେ ପହଞ୍ଚି ଯାଇଥିଲେ।


Swiv nou:

Piblisite


Piblisite