Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:11 - ପବିତ୍ର ବାଇବଲ

11 ଯୋୟାବର ଜଣେ ଯୁବା ଲୋକ ଅମାସାଙ୍କ ଶରୀର ନିକଟରେ ଠିଆ ହୋଇ କହିଲା, “ଯେଉଁମାନେ ଯୋୟାବକୁ ଭଲପାଆନ୍ତି ଓ ଯେଉଁମାନେ ଦାଉଦଙ୍କ ପକ୍ଷ, ସେମାନେ ଯୋୟାବର ପଛେ ପଛେ ଯାଆନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଥି ମଧ୍ୟରେ ଯୋୟାବର ଜଣେ ଯୁବା ଲୋକ ତାହା ନିକଟରେ ଠିଆ ହୋଇ କହିଲା, ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।

Gade chapit la Kopi

ଓଡିଆ ବାଇବେଲ

11 ଏଥି ମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।”

Gade chapit la Kopi




2 ଶାମୁୟେଲ 20:11
6 Referans Kwoze  

ଅମାସାକୁ ରାଜ ପଥରୁ ନେଇ ଗଲାପରେ ସମସ୍ତ ଲୋକ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ।


ଯେହୂ ଝରକା ଆଡ଼େ ମୁଖ ଉଠାଇ କହିଲେ, “କିଏ ମୋ’ ପକ୍ଷରେ ଅଛି?” ଦୁଇ ତିନି ଜଣ ନପୁଂସକ ଯେହୂଙ୍କ ଆଡ଼େ ଗ୍ଭହିଁଲେ।


କିନ୍ତୁ ତୁମ୍ଭର ସହରରେ ଇଫ୍ରୟିମ ପର୍ବତମୟ ଦେଶୀୟ ଲୋକ ଅଛି ଯାହାର ନାମ ଶେବଃ, ସେ ବିଖ୍ରିର ପୁତ୍ର। ସେ ରାଜାଙ୍କର ବିରୁଦ୍ଧାଚରଣ କରୁଅଛି। ତାକୁ ମୋତେ ଦିଅ ମୁଁ ଏଠାରୁ ପରିତ୍ୟାଗ କରିବି।” ସେହି ସ୍ତ୍ରୀ ଯୋୟାବକୁ କହିଲା, “ଠିକ୍ ଅଛି ପ୍ରାଚୀର ଦେଇ ତା'ର ମସ୍ତକ ତୁମ୍ଭର ନିକଟକୁ ପକାଯିବ।”


ତା'ପରେ ରାଜା ଅମାସାକୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ କୁହ ମୋତେ ସାକ୍ଷାତ କରିବା ପାଇଁ ଏବଂ ତୁମ୍ଭେ ମଧ୍ୟ ସେଠାରେ ଉପସ୍ଥିତ ହୁଅ।”


ସେ ସମୟରେ ଅମାସା ରାଜପଥ ମଧ୍ୟରେ ନିଜ ରକ୍ତରେ ଲଟପଟ ହୋଇ ପଡ଼ିଥିଲା। ପୁଣି ସେହି ଯୁବକ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାକୁ ରାଜପଥରୁ କ୍ଷେତ୍ରକୁ ନେଇଗଲା। ତା'ପରେ ସେ ତାହା ଉପରେ ଏକ ବସ୍ତ୍ର ଘୋଡ଼ାଇ ଦେଲା। ଯେତେ ଲୋକ ତା'ର ନିକଟ ଦେଇ ଆସିଲେ, ପ୍ରତ୍ୟେକକୁ ଠିଆ ହେବାର ଦେଖନ୍ତେ ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇ ଦେଲା।


Swiv nou:

Piblisite


Piblisite