Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:17 - ପବିତ୍ର ବାଇବଲ

17 ଯୋୟାବ ସ୍ତ୍ରୀଲୋକଟି ସହିତ କଥାବାର୍ତ୍ତା କରିବାକୁ ଗଲା। ସେହି ସ୍ତ୍ରୀ ପଗ୍ଭରିଲା, “ତୁମ୍ଭେ କ’ଣ ଯୋୟାବ?” ଯୋୟାବ ଉତ୍ତର ଦେଲେ, “ହଁ, ମୁଁ ଯୋୟାବ ଅଟେ।” ତେଣୁ ସେହି ସ୍ତ୍ରୀଲୋକଟି କହିଲା, “ମୋ’ କଥା ଟିକେ ଶୁଣ।” ଯୋୟାବ କହିଲେ, “ମୁଁ ଶୁଣୁଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, ଆପଣ କʼଣ ଯୋୟାବ? ସେ ଉତ୍ତର କଲା, ହଁ। ତେବେ ସେ ସ୍ତ୍ରୀ ତାହାକୁ କହିଲା, ଆପଣା ଦାସୀର କଥା ଶୁଣନ୍ତୁ। ସେ ଉତ୍ତର କଲା, ମୁଁ ଶୁଣୁଅଛି।

Gade chapit la Kopi

ଓଡିଆ ବାଇବେଲ

17 ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, “ଆପଣ କ’ଣ ଯୋୟାବ ?” ସେ ଉତ୍ତର କଲା, “ହଁ।” ତେବେ ସେ ସ୍ତ୍ରୀ ତାହାକୁ କହିଲା, “ଆପଣା ଦାସୀର କଥା ଶୁଣନ୍ତୁ।” ସେ ଉତ୍ତର କଲା, “ମୁଁ ଶୁଣୁଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, “ଆପଣ କʼଣ ଯୋୟାବ?” ସେ ଉତ୍ତର କଲା, “ହଁ।” ତେବେ ସେ ସ୍ତ୍ରୀ ତାହାକୁ କହିଲା, “ଆପଣା ଦାସୀର କଥା ଶୁଣନ୍ତୁ।” ସେ ଉତ୍ତର କଲା, “ମୁଁ ଶୁଣୁଅଛି।”

Gade chapit la Kopi




2 ଶାମୁୟେଲ 20:17
4 Referans Kwoze  

ସେ କହିଲା, “ମୋର ରାଜା ସଦାପ୍ରଭୁ ଦୟାକରି ମୋତେ କିଛି କହିବା ପାଇଁ ଦିଅନ୍ତୁ।” ତା'ପରେ ରାଜା ଉତ୍ତର ଦେଲେ, “ତୁମ୍ଭେ କୁହ।”


ଅବୀଗଲ ଦାଉଦଙ୍କ ଚରଣରେ ପଡ଼ି କହିଲା, “ହେ ମୋର ପ୍ରଭୁ, ମୋର କଥା ଟିକେ ଶୁଣନ୍ତୁ। ଯାହାସବୁ ଘଟିଗଲା, ସେଥିରେ ମୋତେ ଦୋଷ ଦିଅନ୍ତୁ।


ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତି ସ୍ତ୍ରୀ ଡାକି କହିଲା, “ଶୁଣ ଶୁଣ, ମୁଁ ବିନୟ କରୁଅଛି ଯୋୟାବକୁ ଏ ସ୍ଥାନ ପର୍ଯ୍ୟନ୍ତ ଆସିବାକୁ କୁହ। ମୁଁ ତା’ ସହିତ କଥାବାର୍ତ୍ତା କରିବାକୁ ଗ୍ଭହୁଁଛି।”


ତା'ପରେ ସ୍ତ୍ରୀଲୋକଟି କହିଲା, “ପୂର୍ବକାଳରେ ଲୋକମାନେ କହୁଥିଲେ, ‘ଲୋକେ ଆବେ‌ଲ୍‌ରେ ସାହାଯ୍ୟ ମାଗିବା ଉଚିତ୍ ଏବଂ ସେମାନେ ଯାହା ଦରକାର କଲେ ତାହା ପାଇପାରିବେ।’


Swiv nou:

Piblisite


Piblisite