Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:23 - ପବିତ୍ର ବାଇବଲ

23 ସେ ସମୟରେ ଯୋୟାବ ସମସ୍ତ ଇସ୍ରାଏଲର ସୈନ୍ୟଦଳର ଦଳପତି ଥିଲେ। ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ମୁଖ୍ୟ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

23 ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା।

Gade chapit la Kopi




2 ଶାମୁୟେଲ 20:23
10 Referans Kwoze  

ତା'ପରେ ସେଠାରେ ଜଣେ ଯିହୋୟାଦାର ପୁତ୍ର ବନାୟ ଥିଲା। ସେ ଥିଲେ ଜଣେ ପରାକ୍ରମଶାଳୀ ବିକ୍ରମି ପୁରୁଷର ପୁତ୍ର। ସେ କ‌ବ୍‌ସେଲୀୟର ଅଧିବାସୀ ଥିଲା। ବନାୟ ବହୁତ ସାହସିକ କାର୍ଯ୍ୟ କରିଥିଲା। ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା। ଦିନେ ଏକ ସମୟରେ ଯେତେବେଳେ ବରଫ ପଡ଼ୁଥିଲା, ବନାୟ ଏକ ଗୁମ୍ଫାରେ ଏକ ସିଂହକୁ ହତ୍ୟା କଲା।


ଏହା ପରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କୁ ଅଣାଇ ସେମାନଙ୍କୁ ଏକତ୍ରିତ କରି ସଦାପ୍ରଭୁଙ୍କ ମନ୍ଦିରକୁ ଆପଣା ନିକଟକୁ ନେଲା, ଆଉ ସେ ସେମାନଙ୍କ ସହିତ ଏକ ଚୁକ୍ତି କରାଇଲା ଓ ସଦାପ୍ରଭୁଙ୍କ ମନ୍ଦିରରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ର ଯୋୟାଶକୁ ଦେଖାଇଲା।


ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ। ଦାଉଦ ମଧ୍ୟ ନିଜର ସମସ୍ତ ଲୋକମାନଙ୍କ ପ୍ରତି ସୁବିଗ୍ଭର କଲେ।


ତେଣୁ ଯୋୟାବ ଯିରୁଶାଲମ ଛାଡ଼ି ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇଲା। ଯୋୟାବ ସହିତ, କରେଥୀୟ, ପଲେଥୀୟ ଓ ସମସ୍ତ ବୀରମାନେ ବାହାରିଲେ।


ପୁଣି ସେ ସରୁୟାର ପୁତ୍ର ଯୋୟାବ ଓ ଅବିୟାଥର ଯାଜକ ସହିତ ପରାମର୍ଶ କଲେ। ସେମାନେ ଅଦୋନିୟର ଅନୁଗତ ହୋଇ ତାଙ୍କୁ ରାଜା କରିବାକୁ ସାହାଯ୍ୟ କଲେ।


ମାତ୍ର ସାଦୋକ ଯାଜକ, ଯିହୋୟାଦାର ପୁତ୍ର ବନାୟ, ନାଥନ ଭବିଷ୍ୟ‌ଦ୍‌ବକ୍ତା, ଶିମିୟି, ରେୟି ଓ ଦାଉଦଙ୍କର ସ୍ୱତନ୍ତ୍ର ପ୍ରହରୀଗଣ ଅଦୋନିୟଙ୍କୁ ସମର୍ଥନ କରି ନ ଥିଲେ। ସେମାନେ ଦାଉଦଙ୍କର ବିଶ୍ୱସ୍ତ ଥିଲେ।


ଏହିପରି ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ।


Swiv nou:

Piblisite


Piblisite