Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:25 - ପବିତ୍ର ବାଇବଲ

25 ଶିବା ଥିଲା ଲେଖକ, ପୁଣି ସାଦୋକ୍ ଓ ଅବିୟାଥର ଯାଜକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଶିବା ଲେଖକ ଥିଲା; ପୁଣି ସାଦୋକ୍ ଓ ଅବୀୟାଥର ଯାଜକ ଥିଲେ;

Gade chapit la Kopi

ଓଡିଆ ବାଇବେଲ

25 ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;

Gade chapit la Kopi




2 ଶାମୁୟେଲ 20:25
7 Referans Kwoze  

ଯିହୋୟାଦାର ପୁତ୍ର ବନାୟ ଥିଲା ସୈନ୍ୟବାହିନୀର ସେନାପତି ସାଦୋକ ଓ ଅବିୟାଥର ଯାଜକ ଥିଲେ।


ଅହୀଟୂବର ପୁତ୍ର ସାଦୋକ୍ ଓ ଅବିୟାଥରର ପୁତ୍ର ଅହୀମେଲକ ଯାଜକ ଥିଲେ। ସରାୟ ଲେଖକ ଥିଲେ।


ସାଦୋକ୍ ଓ ଅହୀମେଲକ୍ ଯାଜକ ଥିଲେ। ସାଦୋକ୍ ଅହୀଟୂବର ପୁତ୍ର ଏବଂ ଅହୀମେଲକ୍ ଅବିୟାଥରଙ୍କ ପୁତ୍ର ଥିଲେ। ଶା‌ବ୍‌ଶା ଲିପିକାର ଥିଲେ।


ସାଦୋକ ଓ ସମସ୍ତ ଲେବୀୟ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଆସିଲେ। ଯିରୁଶାଲମ ନଗରରେ ସେମାନେ ପରମେଶ୍ୱରଙ୍କର ପବିତ୍ର ନିୟମ-ସିନ୍ଦୁକ ସ୍ଥାପନ କଲେ। ସମସ୍ତ ଲୋକ ବାହାର ହୋଇ ଆସିବା ପର୍ଯ୍ୟନ୍ତ ଅବିୟାଥର ପ୍ରାର୍ଥନା କଲେ।


ଯାୟୀରୀୟ ଈରା ମଧ୍ୟ ଦାଉଦଙ୍କର ବ୍ୟକ୍ତିଗତ ଯାଜକ ଥିଲା।


ପୁଣି ସେ ସରୁୟାର ପୁତ୍ର ଯୋୟାବ ଓ ଅବିୟାଥର ଯାଜକ ସହିତ ପରାମର୍ଶ କଲେ। ସେମାନେ ଅଦୋନିୟର ଅନୁଗତ ହୋଇ ତାଙ୍କୁ ରାଜା କରିବାକୁ ସାହାଯ୍ୟ କଲେ।


ମାତ୍ର ସାଦୋକ ଯାଜକ, ଯିହୋୟାଦାର ପୁତ୍ର ବନାୟ, ନାଥନ ଭବିଷ୍ୟ‌ଦ୍‌ବକ୍ତା, ଶିମିୟି, ରେୟି ଓ ଦାଉଦଙ୍କର ସ୍ୱତନ୍ତ୍ର ପ୍ରହରୀଗଣ ଅଦୋନିୟଙ୍କୁ ସମର୍ଥନ କରି ନ ଥିଲେ। ସେମାନେ ଦାଉଦଙ୍କର ବିଶ୍ୱସ୍ତ ଥିଲେ।


Swiv nou:

Piblisite


Piblisite