Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:3 - ପବିତ୍ର ବାଇବଲ

3 ଦାଉଦ ଯିରୁଶାଲମସ୍ଥ ଆପଣା ଗୃହକୁ ଆସିଲେ। ପୁଣି ରାଜା ଆପଣାର ଦଶ ଉପପତ୍ନୀଙ୍କୁ ଗୃହ ଜଗିବାକୁ ଛାଡ଼ି ଯାଇଥିଲେ। ବର୍ତ୍ତମାନ ସେ ଅନ୍ୟ ଏକ ଗୃହରେ ପ୍ରହରୀମାନଙ୍କ ଦ୍ୱାରା ଜଗାଇଲେ। ସେ ସେମାନଙ୍କୁ ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବୈଧବ୍ୟ ଦଶାରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଉତ୍ତାରେ ଦାଉଦ ଯିରୂଶାଲମକୁ ଆପଣା ଗୃହକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପନିୀଙ୍କୁ ଗୃହ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ପଡ଼ି ଯୋଗାଇଲେ, ମାତ୍ର ସେମାନଙ୍କର ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବୈଧବ୍ୟ-ଦଶାରେ ରହିଲେ।

Gade chapit la Kopi

ଓଡିଆ ବାଇବେଲ

3 ଏଉତ୍ତାରେ ଦାଉଦ ଯିରୂଶାଲମର ଆପଣା ପ୍ରାସାଦକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପତ୍ନୀଙ୍କୁ ପ୍ରାସାଦ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହିତ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବିଧବା ପରି ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଉତ୍ତାରେ ଦାଉଦ ଯିରୂଶାଲମର ଆପଣା ପ୍ରାସାଦକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପତ୍ନୀଙ୍କୁ ପ୍ରାସାଦ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହିତ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବିଧବା ପରି ରହିଲେ।

Gade chapit la Kopi




2 ଶାମୁୟେଲ 20:3
4 Referans Kwoze  

ତାଙ୍କର ଘର ଜଗିବା ପାଇଁ ଦଶ ଜଣ ଉପପତ୍ନୀଙ୍କୁ ଛାଡ଼ି ଅନ୍ୟ ସମସ୍ତେ ସେ ସ୍ଥାନରୁ ପଳାୟନ କଲେ।


ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀଗୃହରେ ଯୋଷେଫ ବନ୍ଦୀ ଥିଲେ, ସେହିଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।


ତେଣୁ ଇସ୍ରାଏଲର ସମସ୍ତ ଲୋକ ଦାଉଦଙ୍କୁ ପରିତ୍ୟାଗ କଲେ ଓ ବିଖ୍ରିର ପୁତ୍ର ଶେବଃର ଅନୁସରଣ କଲେ। ମାତ୍ର ଯର୍ଦ୍ଦନଠାରୁ ଯିରୁଶାଲମ ପର୍ଯ୍ୟନ୍ତ ଯିହୁଦାର ଲୋକମାନେ ଆପଣା ରାଜାଙ୍କ ସହିତ ରହିଲେ।


Swiv nou:

Piblisite


Piblisite