2 ଶାମୁୟେଲ 20:5 - ପବିତ୍ର ବାଇବଲ5 ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା, ମାତ୍ର ସେ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ନିରୂପିତ ସମୟରୁ ଅଧିକ ବିଳମ୍ଵ କଲା। Gade chapit laଓଡିଆ ବାଇବେଲ5 ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ରାଜାଙ୍କ ଦତ୍ତ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ରାଜାଙ୍କ ଦତ୍ତ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା। Gade chapit la |