2 ଶାମୁୟେଲ 20:6 - ପବିତ୍ର ବାଇବଲ6 ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ। ତୁମ୍ଭେ ମୋର ଅଧିକାରୀମାନଙ୍କୁ ନେଇ ତାଙ୍କ ପଛେ ପଛେ ଯାଅ, ନୋହିଲେ ସେ ପ୍ରାଚୀର ବେଷ୍ଟିତ କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।” Gade chapit laପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଦାଉଦ ଅବୀଶୟକୁ କହିଲେ, ଏବେ ଅବଶାଲୋମ ଅପେକ୍ଷା ବିଖ୍ରିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀରବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ। Gade chapit laଓଡିଆ ବାଇବେଲ6 ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀରବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀର-ବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।” Gade chapit la |
ଏବେ ଉଠନ୍ତୁ, ଆପଣଙ୍କର ସୈନ୍ୟମାନଙ୍କୁ ଉତ୍ସାହିତ କରନ୍ତୁ ଏବଂ ସେମାନଙ୍କୁ ଉତ୍ସାହ ଜନକ କଥା କୁହନ୍ତୁ। ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି ଯେବେ ଆପଣ ବାହାରକୁ ଯାଆନ୍ତି ନାହିଁ, ତେବେ ଏହି ରାତ୍ରିରେ ଆପଣଙ୍କ ସହିତ କେହି ଜଣେ ହେଲେବି ରହିବେ ନାହିଁ। ଆଉ ଆପଣଙ୍କ ଯୌବନକାଳାବଧି ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି ସେଗୁଡ଼ିକରୁ ହିଁ ଏହି ଦୁର୍ଘଟଣା ବଡ଼ ହେବ।”
ଦାଉଦ ତାଙ୍କର ଲୋକମାନଙ୍କୁ ମୋଟ ତିନି ଭାଗରେ ବିଭକ୍ତ କଲେ। ଯୋୟାବ ଦାଉଦଙ୍କର ଏକ ତୃତୀୟାଂଶ ଲୋକମାନଙ୍କ ଉପରେ ନିଯୁକ୍ତି ହେଲେ। ଅନ୍ୟ ଏକ ତୃତୀୟାଂଶ ଯୋୟାବର ଭାଇ ସରୁୟାର ପୁତ୍ର ଅବୀଶୟର ଆଦେଶର ଅଧୀନରେ ରହିଲା ଏବଂ ଅବଶିଷ୍ଟ ଏକ ତୃତୀୟାଂଶ ଗାଥ୍ର ଇତ୍ତୟ ଆଦେଶର ଅଧୀନରେ ଥିଲେ। ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କ ସହିତ ଯୁଦ୍ଧକୁ ଯିବି।”